ସଂଯୁକ୍ତ ଉପକୂଳ ସୁରକ୍ଷା ଅଭ୍ୟାସ “ସାଗର କବଚ” ଉପରେ ସମୀକ୍ଷା ବୈଠକ
ଭୁବନେଶ୍ବର: ଗତ ସେପ୍ଟେମ୍ବର ୩ ଓ ୪ ତାରିଖରେ ଅନୁଷ୍ଠିତ ହୋଇଥିବା ସଂଯୁକ୍ତ ଉପକୂଳ ସୁରକ୍ଷା ଅଭ୍ୟାସ ସାଗର କବଚ ଉପରେ ଏକ ସମୀକ୍ଷା ବୈଠକ ଗୃହ ବିଭାଗ ସମ୍ମିଳନୀ କକ୍ଷରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ହୋଇ ଯାଇଛି। ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଉପକୂଳ ସୁରକ୍ଷା “ସାଗର କବଚ” ଅଭ୍ୟାସ ସମୟରେ ନିଆ ଯାଇଥିବା ପଦକ୍ଷେପ ଉପରେ ବିସ୍ତୃତ ଆଲୋଚନା କରା ଯାଇଥିଲା। ପ୍ରାରମ୍ଭରେ…


