ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଉ ଜଣେ ଗିରଫ

ଭୁବନେଶ୍ୱର: ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଉ ଜଣେ ଅଭିଯୁକ୍ତଙ୍କୁ କ୍ରାଇମ୍ ବ୍ରାଞ୍ଚ ଗିରଫ କରିଛି। ଯାହା ଫଳରେ ଏହି ମାମଲାରେ ଗିରଫ  ସଂଖ୍ୟା ୭କୁ ବୃଦ୍ଧି ପାଇଛି ବୋଲି କ୍ରାଇମବ୍ରାଞ୍ଚ ଡିଆଇଜି ବି. ଗଙ୍ଗାଧର ଏକ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତ ହେଉଛନ୍ତି,  କଳାହାଣ୍ଡି ଜିଲ୍ଲାର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର  ଶିକ୍ଷକ ପ୍ରଶାନ୍ତ କୁମାର ଖମାରୀ।  ପୂର୍ବରୁ ଏହି ମାମଲାରେ କ୍ରାଇମବ୍ରାଞ୍ଚ  ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ରାଜ୍ୟ…

ପୋଶ୍‌ ଆଇନ, ୨୦୧୩ ସମ୍ବନ୍ଧୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ଷମ

ଭୁବନେଶ୍ୱର: କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ଉତ୍ପୀଡନ (ସୁରକ୍ଷା, ନିଷେଧ ଓ ନିବାରଣ) ଆଇନ୍‌-୨୦୧୩ ସମ୍ବନ୍ଧୀୟ ଏକ କର୍ମଶାଳା ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କାର୍ଯ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ଅଧ୍ୟକ୍ଷା ଯୁଗ୍ମ ସ୍ୱତନ୍ତ୍ର ରିଲିଫ୍‌ କମିଶନର ସ୍ନିUା ଚମ୍ପତିରାୟ ଅଧ୍ୟକ୍ଷତା କରିଥିଲେ। କମିଟିର ସଦସ୍ୟମାନେ ସମସ୍ତ ସରକାରୀ କର୍ମକ୍ଷେତ୍ରରେ ମହିଳାଙ୍କୁ ସୁସ୍ଥ ଏବଂ ନିରାପଦ ପରିବେଶ ପ୍ରଦାନ କରିବା ଉପରେ ଗୁରୁତ୍ୱ ଦେଇଥିଲେ। କମିଟିର ଲକ୍ଷ୍ୟ, ଆଭିମୁଖ୍ୟ ଓ ପୋଶ୍‌ ଆଇନ୍‌,…

ପୋଶ ଆଇନ ୨୦୧୩ ସମ୍ବନ୍ଧରେ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର: ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ଉତ୍ପୀଡନ(ସୁରକ୍ଷା, ନିଷେଧ ଓ ନିବାରଣ) ଆଇନ ୨୦୧୩ ସମ୍ବନ୍ଧରେ ଏକ ସମ୍ବେଦନଶୀଳ ଓ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାସ୍ତରୀୟ ମାଷ୍ଟର ଟ୍ରେନରମାନଙ୍କୁ ପ୍ରଶିକ୍ଷିତ କରି ସମସ୍ତ ଜିଲ୍ଲାରେ ଥିବା ଆଭ୍ୟନ୍ତରୀଣ ସମିତି(ଇଣ୍ଟରନାଲ କମିଟି)ସଦସ୍ୟମାନଙ୍କୁ ପ୍ରଭାବଶାଳୀ ଭାବରେ ପୋଶ ଆଇନ ବିଷୟରେ ଶିକ୍ଷା ଦେବା ଏହି ପ୍ରଶିକ୍ଷଣର ମୁଖ୍ୟ ଉଦ୍ଦେଶ୍ୟ। ମହିଳା…

OTET-2025 ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣାରେ ସମ୍ପୃକ୍ତ ଛଅ ଜଣ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡିଶା ଆନୁକୁଲ୍ଯରେ ଆୟୋଜିତ ହେବାକୁ ଥିବା  OTET-2025 ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣାର ପର୍ଦ୍ଦାଫାସ କରିଛି  କ୍ରାଇମବ୍ରାଞ୍ଚ। ଏହି ଘଟଣାରେ ସମ୍ପୃକ୍ତ ଥିବା ଛଅ ଜଣ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଛି ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ଡିଜିପି, କ୍ରାଇମବ୍ରାଞ୍ଚ, ବିନୟତୋଷ ମିଶ୍ର ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତ ମାନେ ହେଉଛନ୍ତି ମାଧ୍ଯମିକ ଶିକ୍ଷା ପରିଷଦର ଡାଟା ଏଣ୍ଟ୍ରି ଅପରେଟର (୧) ଜିତନ ମହାରଣା ,କଛାପଡା, ସିମୁଳିଆ, ବାଲେଶ୍ଵର (୨)…

ପୋଶ ଆଇନ ପ୍ରଶିକ୍ଷଣରେ ଭାଗନେଲେ ରାଜ୍ୟ ସରକାରଙ୍କ ବିଭାଗୀୟ ଓ କ୍ଷେତ୍ର ଅଧିକାରୀବୃନ୍ଦ

ଭୁବନେଶ୍ୱର: ମହିଳା ଓ ଶିଶୁ ବିକାଶ ବିଭାଗ ଓ ମିଳିତ ଜାତିସଂଘ ଜନସଂଖ୍ୟା ପାଣ୍ଠିର ସହଭାଗିତାରେ କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ଉତ୍ପୀଡନ (ନିବାରଣ, ନିଷେଧ ଓ ପ୍ରତିକାର) ଆଇନ, ୨୦୧୩ ସମ୍ବନ୍ଧରେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଓ କ୍ଷେତ୍ରର ଆଭ୍ୟନ୍ତରୀଣ ସମିତି(ଇଣ୍ଟରନାଲ କମିଟି)  ସଦସ୍ୟମାନଙ୍କ ପାଇଁ ଏକ ଆଭାଷୀ ପ୍ରଶିକ୍ଷଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଏହି ପ୍ରଶିକ୍ଷଣ ବୈଠକ ଆୟୋଜିତ ହୋଇଥିଲା। ଏଥିରେ ରାଜ୍ୟର…

କର୍ମ କ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯ୍ୟାତନା ନିବାରଣ ଆଇନ ସଂପର୍କିତ ସଚେତନତା ଶିବିର

ଭୁବନେଶ୍ୱର: ଚଳିତ ଜୁଲାଇ ୨୯ ତାରିଖ ଦିନ ରାଜଭବନର  ନୁ୍ୟ ଅଭିଷେକ ହଲ୍ଠାରେ “କର୍ମ କ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯ୍ୟାତନା (ସୁରକ୍ଷା, ନିବାରଣ ଏବଂ ପ୍ରତିକାର) ଆଇନ – ୨୦୧୩”ସଂପର୍କିତ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟପାଳଙ୍କ କମିଶନର-ତଥା-ଶାସନ ସଚିବ ରୂପା ରୋଶନ ସାହୁ ଉଦ୍ବୋଧନ ଦେଇ ସଚେତନତା ଶିବିର ଆୟୋଜନର ଉଦେ୍ଦଶ୍ୟ ସଂପର୍କରେ ଆଲୋକପାତ କରିବା ସହ କର୍ମ କ୍ଷେତ୍ରରେ ସଚ୍ଚୋଟତା, ସମ୍ମାନ ଓ ବୃତ୍ତିଗତ ଚିନ୍ତାଧାର ବଜାୟ ରଖିବା ଏବଂ କର୍ମକ୍ଷେତ୍ରକୁ ଏକ ନିରାପଦ…

ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ ସମ୍ପୂର୍ଣ୍ଣ ନିଷେଧ

ଭୁବନେଶ୍ୱର: ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। କୌଣସି ପେଟ୍ରୋଲ ପମ୍ପରୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ କ୍ରୟକୁ ପ୍ରୋତ୍ସାହିତ ନ କରିବାକୁ ବିଭିନ୍ନ ସଂଘ ସହ ଆଲୋଚନା କରାଯାଇଛି। ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଲୋକସେବା ଭବନସ୍ଥିତ ନିଜ କାର୍ଯ୍ୟାଳୟ ପ୍ରକୋଷ୍ଠରେ ବିଭିନ୍ନ ପେଟ୍ରୋଲିୟମ୍‌ ସଂଘର କାର୍ଯ୍ୟକର୍ତ୍ତା ଓ ବିଭାଗୀୟ ଅଧିକାରୀମାନଙ୍କ ସହ ବିସ୍ତୃତ ଭାବେ ଏ ସଂକ୍ରାନ୍ତରେ ଆଲୋଚନା କରିଛନ୍ତି। ଧନଜୀବନର ସୁରକ୍ଷାକୁ ଦୃଷ୍ଟିରେ ରଖି…

ନକଲି ୱେବସାଇଟ୍ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର : ରାଜ୍ୟ କ୍ରାଇମ୍ ବ୍ରାଞ୍ଚ, ଓଡିଶାର ସୋସିଆଲ ମିଡିଆ ଟିମ୍ ନକଲି ୱେବସାଇଟ୍ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଅଦ୍ୟାବଧି କ୍ରାଇମବ୍ରାଞ୍ଚର ସାଇବର କ୍ରାଇମ୍ ୟୁନିଟ୍ 23ଟି ନକଲି ହୋଟେଲ ୱେବସାଇଟ୍ ଚିହ୍ନଟ କରିବା ସହ ସେଗୁଡ଼ିକୁ ବ୍ଲକ କରିବା ପାଇଁ  ପ୍ରକ୍ରିୟା ଆରମ୍ଭ କରିଛି। ସେଥିମଧ୍ୟରୁ 15ଟି ୱେବସାଇଟ୍ କୁ ପୂର୍ବରୁ ବ୍ଲକ କରାଯାଇଥିବା ବେଳେ ଅନ୍ୟ ୱେବସାଇଟ୍ ଗୁଡିକୁ ବନ୍ଦ କରାଯିବା ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମହାପ୍ରଭୁଙ୍କ ପୁରୀ ରଥଯାତ୍ରା…

ମାଓବାଦୀ ଦମନ ଅଭିଯାନ କ୍ଷେତ୍ରରେ ପୋଲିସକୁ ବଡ଼ ସଫଳତା

କଟକ: ମାଓବାଦୀ ଦମନ ଅଭିଯାନ କ୍ଷେତ୍ରରେ କନ୍ଧମାଳ ଜିଲ୍ଲା ପୋଲିସକୁ ଆଜି ଏକ ବଡ଼ ସଫଳତା ମିଳିଛି।  ଏହି ଅଭିଯାନରେ 2 ଜଣ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ବେଳେ ଘଟଣାସ୍ଥଳରୁ ଗୋଟିଏ ରାଇଫଲ, ରିଭଲଭର, ଜୀବନ୍ତ ଗୁଳି, ୱାକି ଟକି, ବ୍ୟାଟେରୀ ଏବଂ ଅନ୍ୟାନ୍ୟ ମାଓ ସାମଗ୍ରୀ ଜବତ କରାଯାଇଛି। ମୃତ୍ୟବରଣ କରିଥିବା ଉଭୟ ମାଓବାଦୀ  ମଙ୍କୁ ଏବଂ ଚନ୍ଦନ  ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। କନ୍ଧମାଳ ଜିଲ୍ଲାରେ ସକ୍ରିୟ ଥିବା ମାଓବାଦୀ ଗୃପର ମଙ୍କୁ…

କଳିଙ୍ଗ ଷ୍ଟାଡିୟମ୍‌ରୁ ବେଆଇନ ମାଦକ କାରବାର ବିରୋଧରେ ୱାକାଥନ

ଭୁବନେଶ୍ୱର: ଅବକାରୀ ବିଭାଗ ପକ୍ଷରୁ ବେଆଇନ ମାଦକ କାରବାର ବିରୋଧରେ ପ୍ରଥମ ପର୍ଯ୍ୟାୟ ସଚେତନତା କାର୍ଯ୍ୟକ୍ରମର ଶେଷଦିନରେ ଏକ ଗ୍ରାଣ୍ଡ ୱାକାଥନ ଅନୁଷ୍ଠିତ ହୋଇଯାଇଛି । ଏହି ୱାକାଥନ ବେଆଇନ ମାଦକ ଦ୍ରବ୍ୟର ବ୍ୟବହାର ଓ ଅବୈଧ ଚାଲାଣ ବିରୋଧରେ ସଚେତନତା ସୃଷ୍ଟି କରିବା ନେଇ ଆୟୋଜିତ ଏହି ୱାକାଥନ ଆଜି ସକାଳ ୬.୩୦ରୁ କଳିଙ୍ଗ ଷ୍ଟାଡିଅମର ଗେଟ୍‌ ନମ୍ବର ୪ରୁ ଆରମ୍ଭ ହୋଇ ଜନତା ମୈଦାନ ପର୍ଯ୍ୟନ୍ତ ଯାଇଥିଲା । ଏହି ୱାକାଥନକୁ ଆଇନ, ପୂର୍ତ୍ତ…