ସ୍ୱତନ୍ତ୍ର ଅଭିଯାନର ୧୭ତମ ଦିନରେ ୧.୧୫ କୋଟି ଟଙ୍କାର ବେଆଇନ ସାମଗ୍ରୀ ଜବତ
ଭୁବନେଶ୍ୱର: ବେଆଇନ ନିଶା କାରବାର ବିରୋଧରେ ଚାଲୁଥିବା କଡା କାର୍ଯ୍ୟାନୁଷ୍ଠାନର ଅଂଶରୂପ, ସ୍ୱତନ୍ତ୍ର ଏନ୍ଫୋର୍ସମେଣ୍ଟ ଡ୍ରାଇଭ୍ର ୧୭ତମ ଦିନରେ ମୋଟ ୧.୧୫ କୋଟି ଟଙ୍କାର ମୂଲ୍ୟର ବେଆଇନ ସାମଗ୍ରୀ ଜବତ ହୋଇଛି। ମିଳିଥିବା ତଥ୍ୟ ଅନୁସାରେ, ଏହି ଅଭିଯାନ ୧୭ ତମ ଦିନରେ ୧୫୦ଟି ମାମଲା ରୁଜୁ ସହ ସମ୍ପୃକ୍ତ ୫୩ ଜଣଙ୍କୁ ଗିରଫ କରାଯାଇଛି। ଏଥିରେ ଚଢ଼ାଉକାରି ଦଳ ୯,୨୫୯ ଲିଟର୍ ବେଆଇନ ମଦ, ୨୭୭ ଲିଟର ଡ୍ୟୁଟି-ପେଡ୍ ଲିକର ଜବତ କରିବା ସହିତ ୯୪,୫୧୦…


