ପିପିଲି ରାଜପଥରେ ୮୦ରୁ ଉର୍ଦ୍ଧ୍ୱ ସାଂସ୍କୃତିକ ଦଳ ଏବଂ ୮୦୦ରୁ ଉର୍ଦ୍ଧ୍ୱ କଳାକାରଙ୍କ ଅଂଶଗ୍ରହଣ
ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ପାଳିତ ହେଉଛି ଓଡ଼ିଆ ପକ୍ଷ। ଓଡ଼ିଆ ପକ୍ଷ ପାଳନର ଦଶମ ଦିବସରେ ପୁରୀ ଜିଲ୍ଲାର ପିପିଲି ଠାରେ ରାଜ୍ୟ ସ୍ତରୀୟ “ଲୋକକଳା ପାଇଁ ଦିନଟିଏ” ଉତ୍ସବ ଆୟୋଜିତ ହୋଇଯାଇଛି। “ଲୋକକଳା ପାଇଁ ଦିନଟିଏ” ଉତ୍ସବରେ ରାଜ୍ୟର ପ୍ରାୟ ୮୦ରୁ ଉର୍ଦ୍ଧ୍ୱ ସାଂସ୍କୃତିକ ଦଳ ଅଂଶଗ୍ରହଣ କରିଥିଲେ। ୮୦୦ରୁ ଉର୍ଦ୍ଧ୍ୱ କଳାକାରମାନେ ପିପିଲିର ରାଜପଥରେ ଓଡ଼ିଶାର…


