ଖୁବ ଶୀଘ୍ର ହେବ ପରୀକ୍ଷା ମୂଳକ ଧାଡି ଦର୍ଶନ ବ୍ୟବସ୍ଥା
ଭୁବନେଶ୍ୱର: ଶ୍ରୀମନ୍ଦିର ପରିଚାଳନା ନେଇ ଦୁଇଟି ବଡ଼ ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନI ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତିଯେ ଧାଡି ଦର୍ଶନ ନେଇ ଯେଉଁ ସମସ୍ୟା ଥିଲା ତାହା ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି କ୍ରମେ ଦୂର ହୋଇଛିI ଶ୍ରୀମନ୍ଦିର ଭିତରେ ଥିବା ହୁଣ୍ଡି ଯୋଗୁଁ ଧାଡ଼ିଦର୍ଶନ ସମ୍ଭବ ହୋଇପାରୁନଥିଲାI ତେଣୁ ହୁଣ୍ଡି ସ୍ଥାନାନ୍ତରଣ ନେଇ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛିI ଶ୍ରୀମନ୍ଦିର ପ୍ରଶାସନ…


