ଶ୍ରୀ ଶ୍ରୀ ରବି ଶଙ୍କରଙ୍କ ଦ୍ୱାରା “ବିକଶିତ ଓଡ଼ିଶାରେ ଆଧ୍ୟାତ୍ମିକତା, ଶାସନରେ ନୀତି” ବିଷୟରେ ସମ୍ଭାଷଣ
ଭୁବନେଶ୍ୱର: ପ୍ରସିଦ୍ଧ ଆଧ୍ୟାତ୍ମିକ ଗୁରୁ ତଥା ଦ ଆର୍ଟ ଅଫ ଲିଭିଂର ପ୍ରତିଷ୍ଠାତା ଗୁରୁଦେବ ଶ୍ରୀ ଶ୍ରୀ ରବି ଶଙ୍କର ଭୁବନେଶ୍ୱର ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟର ଠାରେ “ବିକଶିତ ଓଡ଼ିଶାରେ ଆଧ୍ୟାତ୍ମିକତା, ଶାସନରେ ନୀତି”ବିଷୟରେ ଏକ ପ୍ରେରଣାଦାୟକ ସମ୍ଭାଷଣ ପ୍ରଦାନ କରିଥିଲେ। ଓଡ଼ିଶା ସରକାରଙ୍କ ବରିଷ୍ଠ ଅଧିକାରୀମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ l ଏହି ସଭାରେ ଗୁରୁ ଶ୍ରୀ ଶ୍ରୀ ରବି ଶଙ୍କର ଏକ ଅଗ୍ରଗତିଶୀଳ, ଶାନ୍ତି, ସଦଭାବନା ଓ ଭାଇଚାରାର ସମନ୍ୱୟରେ ସମାଜ…


