- Administration
- Culture Tradition
- Development
- Economy
- Employment
- Governance
- Heritage
- Internationa;l
- Local
- National
- Tourism
- Tradition
ଶ୍ରେଷ୍ଠତା ଏବଂ ନବସୃଜନ କ୍ଷେତ୍ରରେ ଓଡ଼ିଶା ପର୍ଯ୍ୟଟନକୁ ଦୁଇଟି ସମ୍ମାନଜନକ ପୁରସ୍କାର
ଭୁବନେଶ୍ୱର: ଜୟପୁରଠାରେ ଆୟୋଜିତ ‘ଗ୍ରେଟ୍ ଇଣ୍ଡିଆନ୍ ଟ୍ରାଭେଲ୍ ବାଜାର’ (GITB) ରେ ଓଡ଼ିଶା ପର୍ଯ୍ୟଟନ ଦୁଇଟି ସମ୍ମାନଜନକ ପୁରସ୍କାର ହାସଲ କରିଛି। ପର୍ଯ୍ୟଟନ ଭିତ୍ତିଭୂମିର ସୁଦୃଢ଼ୀକରଣ, ନୀତିଗତ ସହାୟତା ଏବଂ ପର୍ଯ୍ୟଟନ ସ୍ଥଳୀର ପ୍ରଚାର ପ୍ରସାର କ୍ଷେତ୍ରରେ ନିରନ୍ତର ପ୍ରୟାସ ପାଇଁ ରାଜ୍ୟକୁ “ଆଉଟ୍ସ୍ତାଣ୍ଡିଂ କଣ୍ଟ୍ରିବ୍ୟୁସନ୍ ଇନ୍ ଟୁରିଜିମ୍ ଡେଭଲପ୍ମେଣ୍ଟ” ବର୍ଗରେ ‘ଟ୍ରାଭେଲ ଆଣ୍ଡ ଟୁରିଜିମ୍ ଏକ୍ସଲେନ୍ସ ଆୱାର୍ଡ ୨୦୨୬’ ପ୍ରଦାନ କରାଯାଇଛି। ଏହା ବ୍ୟତୀତ ଓଡ଼ିଶା ପର୍ଯ୍ୟଟନ ପାଭିଲିୟନର ଆକର୍ଷଣୀୟ ଡିଜାଇନ୍ ଏବଂ ଅଭିନବ ଉପସ୍ଥାପନା…


