ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା
ଭୁବନେଶ୍ୱର : ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଯୁଦ୍ଧ କୌଶଳ, ଶାରୀରିକ ସାମର୍ଥ୍ୟ, ରଣନୀତି କୌଶଳ ଓ ମାନସିକ ସହନଶୀଳତାକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏହି ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଆୟୋଜନ କରାଯାଇଛି ବୋଲି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ(ନକ୍ସଲ ବିରୋଧୀ ଅଭିଯାନ) ସଂଜୀବ ପଣ୍ଡା କହିଛନ୍ତି । ଏହି ପ୍ରତିଯୋଗିତାରେ ଓଡ଼ିଶା…


