ସ୍ୱର୍ଣ୍ଣମନ୍ଦିରକୁ ଟାର୍ଗେଟ କରିଥିଲେ ପାକିସ୍ତାନୀ ସେନା

ଅମୃତସର: ପହଲଗାଓଁରେ ଆତଙ୍କବାଦୀଙ୍କ ଦ୍ୱାରା ନରସଂହାର ପରେ ପାକିସ୍ତାନ ପକ୍ଷରୁ ଲଗାତର ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇ ସୀମା ଆରପଟୁ ଗୁଳି ଚାଳନା କରାଯିବା ପରେ ଭାରତ ‘ଅପରେସନ ସିନ୍ଦୁର’ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା । ଭାରତୀୟ ସେନା ପାକିସ୍ତାନ ମଧ୍ୟରେ ରହିଥିବା ୯ଟି ଆତଙ୍କବାଦୀ ଆଡ୍ଡା ଉପରେ ଆକ୍ରମଣ କରି ତାହାକୁ ଧ୍ୱଂସ କରିଦେଇଥିବାବେଳେ ପାକିସ୍ତାନ କୋ÷ଣସି ବାଟ ନପାଇ ଭାରତର ଧର୍ମୀୟ ସ୍ଥଳ ଉପରେ ଆକ୍ରମଣ କରିବା ଆରମ୍ଭ କରିଦେଇଥିଲା । ଏହା ଅମୃତସରସ୍ଥିତ…

ରାଷ୍ଟ୍ରପତିଙ୍କୁ ଭେଟିଲେ ୩ସେନା ମୁଖ୍ୟ

ନୂଆଦିଲ୍ଲୀ: ଅପରେସନ ସିନ୍ଦୂର ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ୩ ସେନାର ମୁଖ୍ୟ । ବୁଧବାର ପ୍ରତିରକ୍ଷା ମୁଖ୍ୟ ଜେନେରାଲ ଅନିଲ ଚୌହାନ, ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ, ବାୟୁସେନା ମୁଖ୍ୟ ଏ.ପି ସିଂହ ଏବଂ ନୌସେନା ମୁଖ୍ୟ ଆଡମିରାଲ ଦିନେଶ କେ.ତ୍ରିପାଠୀ ରାଷ୍ଟ୍ରପତିଙ୍କୁ ଭେଟି ଅପରେସନ ସିନ୍ଦୂର ସମ୍ପର୍କରେ ଅବଗତ କରାଇଛନ୍ତି। ରାଷ୍ଟ୍ରପତି ସଶସ୍ତ୍ର ବାହିନୀର ସାହସ ଓ ସମର୍ପଣକୁ ପ୍ରଶଂସା କରିଛନ୍ତି । ଯାହା ଆତଙ୍କବାଦ ପ୍ରତି ଭାରତର କାର୍ୟ୍ୟାନୁଷ୍ଠାକୁ ଏକ…