- Administration
- Business
- Culture Tradition
- Development
- Economy
- Employment
- Enertainment
- Heritage
- Local
- National
‘ଶିଶିର ସରସ-୨୦୨୬’: ବଲିଉଡ୍ କଣ୍ଠଶିଳ୍ପୀ ଦିବ୍ୟ କୁମାରଙ୍କ ଗୀତର ତାଳେ ତାଳେ ଝୁମିଲେ ଦର୍ଶକ
ଭୁବନେଶ୍ୱର: ଶୀତୁଆ ସନ୍ଧ୍ୟାରେ ନୃତ୍ୟ ଓ ସଙ୍ଗୀତର ତାଳେ ତାଳେ ମତୁଆଲା ହେଉଛନ୍ତି ରାଜଧାନୀବାସୀ। ଓରମାସ ଏବଂ ସୁଭଦ୍ରା ଶକ୍ତିର ମିଳିତ ଉଦ୍ୟମରେ ଆୟୋଜିତ ‘ଶିଶିର ସରସ ୨୦୨୬’ ଦ୍ୱିତୀୟ ଦିନରେ ପହଞ୍ଚିଛି। ରବିବାର ସନ୍ଧ୍ୟାରେ କଳାହାଣ୍ଡିର ପ୍ରସିଦ୍ଧ ଘୁମୁରା ନୃତ୍ୟର ରଙ୍ଗୀନ ପ୍ରସ୍ତୁତି ଦର୍ଶକଙ୍କ ମନମୋହିବା ସହ, ରାୟଗଡ଼ାର ଢେମସା ଏବଂ ରାଜସ୍ଥାନୀ ଲୋକନୃତ୍ୟ ମଞ୍ଚକୁ ଲୋକସଂସ୍କୃତିର ଏକ ସଜୀବ ଚିତ୍ରରେ ପରିଣତ କରିଥିଲା। ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ଭାବେ ବଲିଉଡ୍ର ଲୋକପ୍ରିୟ କଣ୍ଠଶିଳ୍ପୀ ଦିବ୍ୟ…


