“ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା”ଉପରେ କର୍ମଶାଳା
ଭୁବନେଶ୍ୱର: ଭୁବନେଶ୍ୱରର ଖାରବେଳ ଭବନରେ “ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା”ବିଷୟବସ୍ତୁ ଉପରେ ଏକ ଉଚ୍ଚସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଏହି ଅଧିବେଶନରେ ବାଣିଜ୍ୟ ଓ ପରିବହନ ବିଭାଗ ଏବଂ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଶାସନ ସଚିବ ଉଷା ପାଢୀ, ଅଧ୍ୟକ୍ଷତା କରିଥିଲେ ଏବଂ ଭିଜନ ଡକ୍ୟୁମେଣ୍ଟର ରଣନୈତିକ ଜ୍ଞାନ ଅଂଶୀଦାର ମ୍ୟାକକିନସେ ଆଣ୍ଡ କମ୍ପାନୀର ବିଶେଷଜ୍ଞମାନେ ସହଯୋଗ କରିଥିଲେ। ଏହି କର୍ମଶାଳାର ଲକ୍ଷ୍ୟ ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ଦେଶରେ…


