ରାଜ୍ୟ ବିହନ ଜୈବ ଉତ୍ପାଦ ପ୍ରମାଣନ ସଂସ୍ଥାର ୫୧ତମ ଓ ଓଡ଼ିଶା ରାଜ୍ୟ ଜୈବ ପ୍ରମାଣନ ସଂସ୍ଥାର ପଞ୍ଚମ ପରିଚାଳନାମଣ୍ଡଳୀ ବୈଠକ ଅନୁଷ୍ଠିତ
ଭୁବନେଶ୍ୱର: କୃଷି ଭବନ ସମ୍ମିଳନୀ କକ୍ଷରେ ଓଡ଼ିଶା ରାଜ୍ୟ ବିହନ ଜୈବ ଉତ୍ପାଦ ପ୍ରମାଣନ ସଂସ୍ଥାର ୫୧ତମ ଓ ଓଡ଼ିଶା ରାଜ୍ୟ ଜୈବ ପ୍ରମାଣନ ସଂସ୍ଥାର ପଞ୍ଚମ ପରିଚାଳନାମଣ୍ଡଳୀ ବୈଠକ କୃଷି ଓ କୃଷକ ସଶକ୍ତି କରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ ଅରବିନ୍ଦ ପାଢୀ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ଜୈବିକ କୃଷି, ଜୈବିକ ପ୍ରମାଣନ ତଥା ପ୍ରମାଣିତ ବିହନ ଚାଷୀ ମାନଙ୍କ ପାଇଁ ଏକ ନୂତନ ସୁଯୋଗ ସୃଷ୍ଟି କରୁଛି। ରାଜ୍ୟ ସରକାରଙ୍କ…


