“ସୁନ୍ଦର, ସକ୍ଷମ, ସୁଦୃଢ଼ ଅଙ୍ଗନବାଡ଼ି ଆମର ଲକ୍ଷ୍ୟ”: ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଭୁବନେଶ୍ୱର: ଓଡ଼ିଶାର ୩୦ଟି ଜିଲ୍ଲାରେ ନିର୍ମିତ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର (AWC) ଭୁବନେଶ୍ୱରସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଆଭାସୀ ମାଧ୍ୟମରେ ଉଦ୍ଘାଟିତ ହୋଇଯାଇଛି। ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି କେନ୍ଦ୍ରଗୁଡ଼ିକୁ ଉଦ୍ଘାଟନ କରିଥିବାବେଳେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାଏକ ଏହି ଅବସରରେ ଉପସ୍ଥିତ ଥିଲେ। ଏହି ଅବସରରେ…


