ବିଭିନ୍ନ କଲ୍ୟାଣକାରୀ ଯୋଜନା ବିଷୟରେ ଉପଭୋକ୍ତାମାନେ ଜାଗ୍ରତ ହେବାକୁ ପରାମର୍ଶ
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବିଶ୍ୱ ଉପଭୋକ୍ତା ଅଧିକାର ଦିବସ-୨୦୨୬ର ରାଜ୍ୟସ୍ତରୀୟ ଉତ୍ସବ ସ୍ଥାନୀୟ ଜୟଦେବ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ନିର୍ଦେଶକ ତଥା ସ୍ୱତନ୍ତ୍ର ଶାସନ ସଚିବ ବିଶିକେଶନ ଦେହୁରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଶ୍ୱ ଉପଭୋକ୍ତା ଅଧିକାର ଦିବସ, ୨୦୨୬ ପାଳନ କରିବାର ଆଭିମୁଖ୍ୟ ସହ ପରିବର୍ତ୍ତନଶୀଳ ଡିଜିଟାଲ ଦୁନିଆରେ ଉପଭୋକ୍ତା ସଚେତନତାର ଆବଶ୍ୟକତା ଉପରେ…


