- Administration
- Business
- Development
- Economy
- Employment
- Governance
- Infrastructure
- Local
- Road safety
- Security
- Technology
‘ଓଡ଼ିଶା ଯାତ୍ରୀ’ ଆପ୍ରେ ଉନ୍ନତ ସୁରକ୍ଷା ମଡ୍ୟୁଲ୍ର ଶୁଭାରମ୍ଭ
ଭୁବନେଶ୍ୱର: ପ୍ରଯୁକ୍ତିବିଦ୍ୟା ଓ ଡିଜିଟାଲ୍ ପ୍ରୟାସ ମାଧ୍ୟମରେ ନାଗରିକ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ଦିଗରେ ଓଡ଼ିଶା ସରକାର ଏକ ପ୍ରମୁଖ ପଦକ୍ଷେପ ଗ୍ରହଣ କରିଛନ୍ତି। ‘ଓଡ଼ିଶା ଯାତ୍ରୀ’ ଆପ୍ରେ ଏକ ଉନ୍ନତ ସୁରକ୍ଷା ମଡ୍ୟୁଲ୍ ସାମିଲ କରାଯାଇ ଏହାକୁ ଦେଶର ପ୍ରଥମ ସରକାରୀ ସମନ୍ୱିତ ସୁରକ୍ଷା ଓ ଗମନାଗମନ ପ୍ଲାଟଫର୍ମ ଭାବେ ରୂପାନ୍ତରିତ କରାଯାଇଛି। ସୁରକ୍ଷିତ, ସ୍ମାର୍ଟ ଏବଂ ସଂଯୁକ୍ତ ଓଡ଼ିଶା ଗଠନ ସହ ଜନସାଧାରଣଙ୍କ ସେବାକୁ ଏକକ ନିର୍ଭରଯୋଗ୍ୟ ପ୍ଲାଟଫର୍ମକୁ ଆଣିବା ପାଇଁ…


