ଲୋକଭବନରେ ଚାରା ରୋପଣ କଲେ ରାଜ୍ୟପାଳ
ଭୁବନେଶ୍ୱର: ପୃଥିବୀ ଦିବସ ପାଳନ ଅବସରରେ ଲୋକଭବନରେ ରାଜ୍ୟପାଳ ଡ଼ ହରି ବାବୁ କମ୍ଭମପାଟି ଚାରା ରୋପଣ କରିଛନ୍ତିI ପରିବେଶ ସଂରକ୍ଷଣ ଏବଂ ଏ ଦିଗରେ ସ୍ଥାୟୀ ଅଭ୍ୟାସ ଉପରେ ଧ୍ୟାନ ଦେଇ ପୃଥିବୀ ଦିବସ ପାଳନ କରାଯାଇଛି I ଏହି ଅବସରରେ ରାଜ୍ୟପାଳ ବାର୍ତ୍ତା ଦେଇ କହିଛନ୍ତି ଯେ ଏପରି ଅର୍ଥପୂର୍ଣ୍ଣ କାର୍ଯ୍ୟ ପ୍ରକୃତିର ପୋଷଣ ଏବଂ ସୁରକ୍ଷା ପାଇଁ ସମ୍ମିଳିତ ଦାୟିତ୍ୱକୁ ପ୍ରତିଫଳିତ କରେ। ପ୍ରତ୍ୟେକ ଚାରା ଏକ ସବୁଜ ଏବଂ ସୁସ୍ଥ ଭବିଷ୍ୟତର…


