୧.୬୩ଲକ୍ଷ ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ବ୍ୟାଙ୍କ ଋଣ ଫେରସ୍ତ ବାବଦକୁ ୧୧୦ କୋଟି ଟଙ୍କା ଆର୍ଥିକ ଅନୁଦାନ
ଭୁବନେଶ୍ଵର: ୧ ଲକ୍ଷ ୬୩ ହଜାର ୭୫୭ ସ୍ଵୟଂ ସହାୟକ ଗୋଷ୍ଠୀଙ୍କ ଆକାଉଣ୍ଟକୁ ବ୍ୟାଙ୍କ ଋଣ ଫେରସ୍ତ ବାବଦକୁ ୧୧୦ କୋଟି ୯୭ ଲକ୍ଷ ୫୮ ହଜାର ୮୬୦ ଟଙ୍କା ଆର୍ଥିକ ଅନୁଦାନ ପ୍ରେରଣ କରାଯିବ ସହ ମିଶନ ଶକ୍ତି ବିଭାଗ ସହ FICSI, TSSC, GJSCI and NCWର ୪ଟି ବୁଝାମଣା ପତ୍ର ସ୍ଵାକ୍ଷର ସ୍ଵୟଂ ସହାୟକ ଗୋଷ୍ଠୀ ଉଦ୍ୟୋଗକୁ ଆହୁରି ପ୍ରୋତ୍ସାହନ ଯୋଗାଇବ ବୋଲି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଆଜି ମିଶନ ଶକ୍ତି ବୁଝାମଣା…


