‘ପରିବେଶ ଅନୁକୂଳ ଭିତ୍ତିଭୂମିକୁ ଦିଆଯିବ ବାସ୍ତବ ରୂପ’

ଭୁବନେଶ୍ୱର: ବିଭିନ୍ନ ପ୍ରକାର ବିକାଶ ମୂଳକ ନିର୍ମାଣ କାର୍ଯ୍ୟ ସମୟରେ ପରିବେଶ ଉପରେ ଏହାର  କ’ଣ କୁପ୍ରଭାବ ପଡୁଛି ସେ ବିଷୟରେ ଅନେକ ସମୟରେ ଚିନ୍ତା କରାଯାଉ ନାହଁ I ଯାହା ଫଳରେ ପରବର୍ତ୍ତୀ ସମୟରେ ଏହାର କୁପରିଣାମ ସମଗ୍ର ଜୀବଜଗକୁ ଭୋଗିବାକୁ ପଡୁଛିI ତେଣୁ  ପରିବେଶ ଅନୁକୂଳ ନିର୍ମାଣ ଉପରେ ଗୁରୁତ୍ୱ ଦେବାକୁ ପଡିବI  ଏହି କ୍ରମରେ ଅଭିନବ ଜୈବ-ଏନଜାଇମାଟିକ୍ ମାଟି ସ୍ଥିରକାରୀ ଟେରାଜାଇମ୍ (Terrazyme) କୁ ବ୍ୟବହାର କରି କିଭଳି ଦୀର୍ଘସ୍ଥାୟୀ ତଥା ପରିବେଶ…

ଭିନ୍ନକ୍ଷମମାନଙ୍କ ଅଧିକାର ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ବର: ବିଜେବି କଲେଜଠାରେ ଭିନ୍ନକ୍ଷମମାନଙ୍କ ଅଧିକାର ସମ୍ପର୍କରେ ସଚେତନତା ଓ କୁଇଜ ପ୍ରତିଯୋଗିତା କାର୍ଯ୍ୟକ୍ରମ ଭିନ୍ନକ୍ଷମ ଆୟୁକ୍ତଙ୍କ ଦ୍ବାରା ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଅଭିଭାଷଣରେ ଭିନ୍ନକ୍ଷମ ଆୟୁକ୍ତ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଓ ଯୁବସମାଜ ନିମନ୍ତେ ରହିଥିବା ଆହ୍ବାନ ବିଷୟରେ ଧାରଣ ଦେଇ କହିଥିଲେ ଯେ, ଆଇନ  ଭିନ୍ନକ୍ଷମ ମାନଙ୍କୁ ମଧ୍ୟ ସମାଜରେ ସମ୍ମାନର ସହ ବଞ୍ଚିବାର ଅଧିକାର ପ୍ରଦାନ କରିଛନ୍ତି ଓ ଆଇନକୁ ସମାନ ଦେଇ ଛାତ୍ର ସମାଜ, ଯେଉଁମାନେ ଭବିଷ୍ୟତର  ନାଗରିକ, ସେମାନଙ୍କ ଦାୟିତ୍ବ ତଥା…

ସେପ୍ଟେମ୍ବର ୧୭ରେ ଶୁଭାରମ୍ଭ ହେବ ସୁସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ

ଭୁବନେଶ୍ୱର: ଓଡ଼ିଶା ସମସ୍ତ ବୟସର ମହିଳା ଏବଂ ବାଳିକାମାନଙ୍କ ପାଇଁ ବ୍ୟାପକ ସ୍କ୍ରିନିଂ, ପୁଷ୍ଟିସାର ଏବଂ ସୁସ୍ଥତା ସେବା ଉପରେ ଧ୍ୟାନ କେନ୍ଦ୍ରିତ କରି ଏକ ପରିବର୍ତ୍ତନକାରୀ ସ୍ୱାସ୍ଥ୍ୟ ଅଭିଯାନ “ ସ୍ୱସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ” ଆସନ୍ତା ୧୭ ସେପ୍ଟେମ୍ବରରେ ମଧ୍ୟପ୍ରଦେଶର ଧାର ଜିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କ ନେତୃତ୍ୱରେ ଜାତୀୟ ପଦକ୍ଷେପ (National initiatives) ସମନ୍ୱିତ ଏହି ଅଭିଯାନ ୧୭ ସେପ୍ଟେମ୍ବରରୁ ୨ ଅକ୍ଟୋବର ୨୦୨୫…

ଅମୃତ ସରୋବର ‘ନୂଆମୁଣ୍ଡା’: ନବୀକରଣ ଓ ସହଭାଗୀତାର ବଳିଷ୍ଠ ଉଦାହରଣ

ଭୁବନେଶ୍ବର/ବଲାଙ୍ଗିର: ଜଳ ସେଚନ, ସଂରକ୍ଷଣ ଓ ଦୈନନ୍ଦିନ ବ୍ୟବହାର ପାଇଁ ଅମୃତ ସରୋବର କାର୍ୟ୍ୟକ୍ରମରେ ଜଳାଶୟର ପୁନରୁଦ୍ଧାରର ସଫଳ କାହାଣୀ ହୋଇଛି ବଲାଙ୍ଗୀର ଜିଲ୍ଲାର ଦେଓଗାଁ ବ୍ଲକ ଅନ୍ତର୍ଗତ ଖଗସିକାନାର ନୂଆମୁଣ୍ଡା ପୋଖରୀ।  ସରକାରଙ୍କ ଦ୍ୱାରା  ଯୋଜନା ପ୍ରଣୟନ, ପ୍ରଶାସନିକ ପ୍ରକ୍ରିୟା  ଏବଂ ସ୍ଥାନୀୟ ଲୋକଙ୍କ  ସହଭାଗୀତାରେ  ଏକ ଅବହେଳିତ ପୋଖରୀର ପୁନରୁଦ୍ଧାର ଯେତେ ସୁନ୍ଦର ଭାବରେ ହୋଇଛି ତାହା ଏକ ଉଦାହରଣ ହୋଇପାରିଛି। ପ୍ରାଚୀନ ଏବଂ ପୂଜ୍ୟ ଶ୍ରୀ ସ୍ୱପ୍ନେଶ୍ୱର ମହାଦେବ ମନ୍ଦିର ନିକଟରେ ୧.୧ …

ଶ୍ରୀଗୁଣ୍ଡିଚା ମନ୍ଦିର ଉନ୍ନୟନ କାର୍ଯ୍ୟ ଶୀଘ୍ର ଶେଷ ପାଇଁ ନିର୍ଦେଶ

ଭୁବନେଶ୍ବର: ଶ୍ରୀଜଗନ୍ନାଥ କ୍ଷେତ୍ର ଭାବେ ପରିଚିତ ପୁରୀ ସହର ସହ ଅନେକଙ୍କ ଭାବାବେଗ ଜଡ଼ିତ ରହିଛି। ଅନେକ ଐତିହ୍ୟ, କିର୍ତ୍ତୀରାଜିର ସୁରକ୍ଷା ସହିତ ପୁରୀ ସହରକୁ କିଭଳି ବିଶ୍ବସ୍ତରୀୟ ସହର ଭାବେ ଗଢି ତୋଳାଯାଇ ପାରିବ ସେଠି ନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଲେଯେ ଶ୍ରୀଜଗନ୍ନାଥ ମନ୍ଦିର…

ଜାତୀୟ ଭୋଭିନାମ ମାର୍ସଲ ଆର୍ଟ ଚମ୍ପିୟାନସିପ ୨୦୨୫ରେ ଓଡ଼ିଶା ପୋଲିସର 3 ଜଣ ଯୁବ କ୍ରୀଡ଼ାବିତ ପଦକ ବିଜୟୀ

କଟକ: ନୂଆଦିଲ୍ଲୀ ଠାରେ ଅନୁଷ୍ଠିତ ହୋଇଥିବା 14 ତମ ଜାତୀୟ ଭୋଭିନାମ ମାର୍ସଲ ଆର୍ଟ ଚମ୍ପିୟାନସିପ ୨୦୨୫ରେ ଓଡ଼ିଶା ପୋଲିସର 3 ଜଣ ଯୁବ କ୍ରୀଡ଼ାବିତ  (2ଟି ସ୍ଵର୍ଣ୍ଣ ଓ 3ଟି ରୌପ୍ୟ ପଦକ) ବିଜୟୀ ହୋଇ  ରାଜ୍ୟ ପୋଲିସକୁ ଗୌରବାନ୍ୱିତ କରିଛନ୍ତି।  OISF, ଭୁବନେଶ୍ୱରରେ କାର୍ଯ୍ୟରତ କନଷ୍ଟେବଳ ବର୍ଷା ନାଥ ଭୋଭିନାମ ମାର୍ସଲ ଆର୍ଟ ବିଭାଗରେ  ସ୍ୱର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି। ସେହିପରି କନଷ୍ଟେବଳ ବିଶ୍ୱଜିତ ରାଉତ 81 କେଜି ବର୍ଗରୁ ଅଧିକ ଜାତୀୟ ଭୋଭିନାମ…

ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଦ୍ୱାରା ଓଡ଼ିଶା ରାଜ୍ୟ କ୍ଷମତା ଏବଂ ସ୍ଥିର ଅଭିବୃଦ୍ଧି ନୀତି କାର୍ଯ୍ୟକ୍ରମର ସମୀକ୍ଷା

ଭୁବନେଶ୍ୱର: ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ବିଶ୍ୱ ବ୍ୟାଙ୍କ ପାଣ୍ଠି ସହାୟତାରେ କାର୍ଯ୍ୟକାରୀ ହେଉଥିବା ଓଡ଼ିଶା ରାଜ୍ୟ କ୍ଷମତା ଏବଂ ସ୍ଥିର ଅଭିବୃଦ୍ଧି ନୀତି କାର୍ଯ୍ୟକ୍ରମ (ଓଡ଼ିଶା ଷ୍ଟେଟ୍ କାପାବିଲିଟି ଏଣ୍ଡ ରେଜିଲିଏଣ୍ଟ ଗ୍ରୋଥ୍ ପଲିସି ପ୍ରୋଗ୍ରାମ) ର ତିନୋଟି ଉପାଦାନ ଅନ୍ତର୍ଗତ ପ୍ରଗତି ସଂପର୍କରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ରାଜ୍ୟ ପରିଚାଳନା କମିଟି ବୈଠକରେ କାର୍ଯ୍ୟ ସମୀକ୍ଷା କରିଥିଲେ। ଲୋକ ସେବା ଭବନସ୍ଥିତ ଯୋଜନା ଓ ସଂଯୋଜନ ବିଭାଗ…

ଶ୍ରମିକ ଭାଇ ଭଉଣୀମାନଙ୍କ ଉନ୍ନତି, ସୁରକ୍ଷା ଏବଂ ସୁଯୋଗ ସୁନିଶ୍ଚିତ କରିବା ପାଇଁ ଶ୍ରମ ନୀତି ନିୟମରେ କେନ୍ଦ୍ର ସରକାର ଆଣିବେ ବ୍ୟାପକ ସୁଧାର

ଭୁବନେଶ୍ୱର: ଦେଶର ଶ୍ରମିକ ଭାଇଭଉଣୀମାନଙ୍କ ସମୁଚିତ ଉନ୍ନତି, ସୁରକ୍ଷା ଏବଂ ସୁଯୋଗ ସୁନିଶ୍ଚିତ କରିବା ପାଇଁ ଶ୍ରମ ନୀତିନିୟମରେ ବ୍ୟାପକ ସୁଧାର ଅଣାଯିବାର ଆବଶ୍ୟକତା ସମ୍ପର୍କିତ  ଏକ ସର୍ବଭାରତୀୟସ୍ତରୀୟ ବୈଠକ ଆଜି କେନ୍ଦ୍ର ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ ଡ଼ଃ ମନସୁଖ ମାଣ୍ଡଭ୍ୟ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବିଭିନ୍ନ ରାଜ୍ୟର ବିଭାଗୀୟ ମନ୍ତ୍ରୀଙ୍କ ସହିତ ଓଡ଼ିଶାର ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ, ବିଭାଗୀୟ ପ୍ରମୁଖ ଶାସନ ସଚିବ ଚିତ୍ରା…

ସେପ୍ଟେମ୍ବର ୧୭ରେ ସମସ୍ତ ଜିଲ୍ଲାରେ ୨୩ ଲକ୍ଷ ଚାରା ରୋପଣ

ଭୁବନେଶ୍ୱର: ମା ପାଇଁ ବୃକ୍ଷଟିଏ (ଏକ ପେଡ଼୍ ମା କେ ନାମ) ପ୍ରୟାସର ଅଂଶସ୍ୱରୂପ ଓଡ଼ିଶା ସରକାରଙ୍କ ପକ୍ଷରୁ ଆସନ୍ତା ୧୭ ତାରିଖରେ ୭୫ ଲକ୍ଷ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହି ମହତ ପ୍ରୟାସରେ ସହଭାଗୀ ହୋଇ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସମସ୍ତ କାର୍ଯ୍ୟାଳୟ ତଥା ମୃତ୍ତିକା ସଂରକ୍ଷଣ ଓ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ସମେତ ସାରା ରାଜ୍ୟରେ ୨୩ ଲକ୍ଷରୁ ଅଧିକ ଚାରା କାର୍ଯ୍ୟାଳୟ ପରିସର ଓ ଅନ୍ୟାନ୍ୟ ଉପଲବ୍ଧ ସ୍ଥାନରେ…

ଆଦିମ ବଣ୍ଡା ଜନଜାତିଙ୍କ ଉନ୍ନତି ପାଇଁ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ

 ଭୁବନେଶ୍ୱର: କୋରାପୁଟରୁ ସ୍ୱତନ୍ତ୍ର କାର ଯୋଗେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ପ୍ରଥମ ଥର ପାଇଁ ମାଲକାନଗିରି ଜିଲ୍ଲାର ଖଇରପୁଟ ବ୍ଲକ ଅନ୍ତର୍ଗତ ମୁଦୁଲିପଡା ପଞ୍ଚାୟତର ବଣ୍ଡାଘାଟି ଗସ୍ତ କରିଛନ୍ତି। ରାଜ୍ୟପାଳ ଡ. କମ୍ଭମପାଟି ମାଲକାନଗିରି ଜିଲ୍ଲାର ପ୍ରବେଶ ଦ୍ୱାର ଗୋବିନ୍ଦପାଲି ଠାରେ ପହଁଚିବା ପରେ ତାଙ୍କୁ ମାଲକାନଗିରି ବିଧାୟକ ନରସିଂହ ମାଡକାମି, ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ, ଜିଲ୍ଲାପାଳ ସୋମେଶ ଉପାଧ୍ୟୟ , ଏସପି ବିନୋଦ ପାଟିଲ, ଡିଏଫଓ ସାଇ କିରନ ଭଵ୍ୟ ସ୍ୱାଗତ…