ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ନୂଆ ଢାଞ୍ଚା ଉପରେ ଆଲୋଚନା
ଭୁବନେଶ୍ୱର: ଭୁବନେଶ୍ୱର ମେଟ୍ରୋ ରେଳ ପ୍ରୋଜେକ୍ଟ ନିମନ୍ତେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀସ୍ତରୀୟ ବୈଠକ ଲୋକସେବା ଭବନ କନଫରେନ୍ସ ହଲରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏକ ସବ୍ କମିଟି ଗଠନ କରାଯାଇଥିଲା ଯାହାର ଚେୟାରମ୍ୟାନ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଅଛନ୍ତି । ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ କାର୍ଯ୍ୟର ମୋବିଲିଟି ଓ ପରବର୍ତ୍ତୀ ପଦକ୍ଷେପ କଣ ରହିବ…


