ରାଜ୍ୟସ୍ତରୀୟ ବିଶ୍ୱ ଜନସଂଖ୍ୟା ଦିବସ ୨୦୨୫ ପାଳିତ
ଭୁବନେଶ୍ବର: ଭୁବନେଶ୍ବରସ୍ଥିତ ଗୀତଗୋବିନ୍ଦ ସଦନର ସଭାଗୃହଠାରେ ରାଜ୍ୟସ୍ତରୀୟ ବିଶ୍ୱ ଜନସଂଖ୍ୟା ଦିବସ -୨୦୨୫ରେ ଯୋଗଦେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲୋକ୍ଟ୍ରୋନିକ୍ସ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଏହି କାର୍ୟ୍ୟକ୍ରମକୁ ଉଦଘାଟନ କରିବା ଅବସରରେ ପରିବାର କଲ୍ୟାଣ, ମାନବାଧିକାର ଓ ନାରୀମାନଙ୍କ ସ୍ୱାସ୍ଥ୍ୟ ବିଷୟରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ପ୍ରଦାନ କରିଛନ୍ତି। ପରିବାର ଯୋଜନା, ଲିଙ୍ଗଗତ ସମାନତା, ମାତୃତ୍ବ, ସ୍ୱାସ୍ଥ୍ୟ ଏବଂ ମାନବିକ ଅଧିକାର ସମେତ ବିଭିନ୍ନ ଜନସଂଖ୍ୟା ସମ୍ବନ୍ଧୀୟ ସମସ୍ୟା…


