ଫାର୍ମାସିସ୍ଟମାନଙ୍କ ନିମନ୍ତେ ଦୁଇ ଦିବସୀୟ ତାଲିମ କାର୍ଯକ୍ରମ
ଭୁବନେଶ୍ୱର: ଶ୍ରମ ବିଭାଗ, ଓଡ଼ିଶା ଦ୍ୱାରା ରାଜ୍ୟ ଶ୍ରମ ସଂସ୍ଥାନ ଆନୁକୂଲ୍ୟରେ ଓ କର୍ମଚାରୀ ରାଜ୍ୟ ବୀମା ଯୋଜନା (ଇଏସଆଇ) ନିର୍ଦ୍ଦେଶାଲୟ ସହଯୋଗିତ।ରେ ଫାର୍ମାସିସ୍ଟମାନଙ୍କ ନିମନ୍ତେ ଏକ ଦୁଇ ଦିବସୀୟ ତାଲିମ କାର୍ଯକ୍ରମ ରାଜ୍ୟ ଶ୍ରମ ସଂସ୍ଥାନର ସମ୍ମିଳନୀ ପ୍ରକୋଷ୍ଠରେ ଉଦଘାଟିତ ହୋଇଯାଇଛି। ଏହି ତାଲିମ କାର୍ଯକ୍ରମକୁ ଶ୍ରମ ବିଭାଗର ସ୍ଵତନ୍ତ୍ର ଶାସନ ସଚିବ ତଥା ନିର୍ଦ୍ଦେଶିକ।, କର୍ମଚାରୀ ରାଜ୍ୟ ବୀମା ଯୋଜନା, ଓଡ଼ିଶା ମଧୁମିତା ନାୟକ ଉଦଘାଟନ କରିଥିଲେ। ଉଦଘାଟନ ଉତ୍ସବରେ ଅତିଥିମାନେ ଫାର୍ମାସିସ୍ଟମାନଙ୍କୁ ସେମାନଙ୍କର…


