‘ଡିଜାଇନରମାନେ ସଂସ୍କୃତି, ପରିଚୟ ଏବଂ ପ୍ରଗତିର କାହାଣୀକାର, ଉଦ୍ଭାବକ ଏବଂ ଧ୍ୱଜାବାହକ’
ଭୁବନେଶ୍ୱର: ଫ୍ୟାସନ କପଡା ଏବଂ ସୂତା ଅପେକ୍ଷା ଅଧିକ। ଏହା ସଂସ୍କୃତି, ପରିଚୟ ଏବଂ ପ୍ରଗତିର ଭାଷା ବୋଲି ରାଜ୍ୟପାଳ ଡ଼ଃ ହରି ବାବୁ କମ୍ଭମପାଟି କହିଛନ୍ତି। ଚଳିତ ଜୁନ ୬ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱରରେ ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ୍ ଫ୍ୟାସନ ଟେକ୍ନୋଲୋଜି (ନିଫ୍ଟ) ଆନୁକୂଲ୍ୟରେ ଆୟୋଜିତ ଗ୍ରାଜୁଏସନ୍ ସୋ– ୨୦୨୫ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟପାଳ ଏହା କହିଛନ୍ତି । ଏହି ସମାରୋହରେ ଉଦବୋଧନ ଦେଇ ରାଜ୍ୟପାଳ କହିଥିଲେ ଯେ ଡିଜାଇନରମାନେ…


