ଭାରତର ପ୍ରକୃତ ଶକ୍ତି ଏହାର ବିବିଧତା ମଧ୍ୟରେ ନିହିତ ଏକତାରେ ଅଛି : ରାଜ୍ୟପାଳ
ଭୁବନେଶ୍ୱର: ଭାରତର ପ୍ରକୃତ ଶକ୍ତି ଏହାର ବିବିଧତା ମଧ୍ୟରେ ନିହିତ ଏକତାରେ ଅଛି ବୋଲି ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି କହିଛନ୍ତିI ଶୁକ୍ରବାର ଦିନ ଲୋକଭବନର ନ୍ୟୁ ଅଭିଷେକ୍ ହଲ୍ରେ ଆୟୋଜିତ ଗୁଜରାଟ ଓ ମହାରାଷ୍ଟ୍ର ରାଜ୍ୟର ପ୍ରତିଷ୍ଠା ଦିବସ ପାଳନ ସମାରୋହରେ ରାଜ୍ୟପାଳ ଏହା କହିଛନ୍ତିI ଏହି ଅବସରରେ ରାଜ୍ୟର ମାନ୍ୟବର ପ୍ରଥମ ମହିଳା ଶ୍ରୀମତୀ ଜୟଶ୍ରୀ କମ୍ଭମପାଟି ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ ଉଦବୋଧନ ଦେଇ ରାଜ୍ୟପାଳ ଜନସାଧାରଣଙ୍କୁ ପରସ୍ପର…


