ବର୍ମିଂହାମ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କ୍ରୀଡାବିତଙ୍କ ସଫଳତା
ଭୁବନେଶ୍ବର : ଯୁକ୍ତରାଷ୍ଟ୍ର ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କ୍ରୀଡାବିତମାନେ ନିରନ୍ତର ଭାବେ ସଫଳତା ହାସଲ କରି ଚାଲିଛନ୍ତି। ଏହି କ୍ରମରେ ୨ ଜଣ ଯୁବ କ୍ରୀଡାବିତ କରାଟେରେ ରିତେଶ ରାୟ ସ୍ୱର୍ଣ୍ଣ ପଦକ ଏବଂ ଅଭିଷେକ ପଟ୍ଟନାୟକ ବ୍ରୋଞ୍ଚ ପଦକ ବିଜୟୀ ହୋଇ ଓଡିଶା ପୋଲିସକୁ ଗୌରବାନ୍ଵିତ କରିଛନ୍ତି। ଓଡିଶା ପୋଲିସର କ୍ରୀଡ଼ାବିତମାନେ ଗତ ତିନି ଦିନ ମଧ୍ୟରେ 6 ଟି ସ୍ଵର୍ଣ…


