‘ପି.ଏମ୍ କିଷାନ ଯୋଜନାରେ ସମସ୍ତ ଯୋଗ୍ୟ ଚାଷୀଙ୍କୁ ଅନ୍ତର୍ଭୁକ୍ତ କରିବା ଲକ୍ଷ୍ୟ’

ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ପିଏମ କିଷାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ ପି.ଏମ୍ କିଷାନ ସହାୟତା ରାଶିର ୨୦ତମ କିସ୍ତି ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତର ପ୍ରଦେଶର ବାରାଣାସୀ ଠାରେ ଉପସ୍ଥିତ ରହି, ପି.ଏମ୍ କିଷାନର କିସ୍ତି ବାବଦରେ ସାରା ଦେଶର ୯.୭ କୋଟି ଚାଷୀଙ୍କୁ ୨୦୦୦ ଟଙ୍କା…

ଗୃହ ଓ ନଗର ଉନ୍ନୟନ ବିଭାଗ ଦ୍ୱାରା କ୍ୟାମ୍ପ କୋର୍ଟ;  ୧୩୯ ମାମଲା ଗ୍ରହଣ ଓ ନିଷ୍କାସନ

ଭୁବନେଶ୍ୱର: ନାଗରିକ-କୈନ୍ଦ୍ରିକ ଶାସନ ଏବଂ ସମୟାନୁବର୍ତ୍ତୀ ନ୍ୟାୟ ପ୍ରଦାନ ସୁନିଶ୍ଚିତ କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ ଭୁବନେଶ୍ୱରର ଉନ୍ନତି ଭବନରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଉଷା ପାଢୀଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର କ୍ୟାମ୍ପ କୋର୍ଟ ଆୟୋଜନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ ଅନୁଯାୟୀ, ନାଗରିକ କେନ୍ଦ୍ରିକ ଆଭିମୁଖ୍ୟ ସୁନିଶ୍ଚିତ କରିବା ଏବଂ ଓଡ଼ିଶା ଉନ୍ନୟନ କର୍ତ୍ତୃପକ୍ଷ (ODA) ଆଇନ, ୧୯୮୨ ଅନୁଯାୟୀ ଦାୟର…

ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତ ନିମନ୍ତେ ସାମୁହିକ ଉଦ୍ୟମ ପାଇଁ ରାଜ୍ୟପାଳଙ୍କ ଆହ୍ୱାନ

ଭୁବନେଶ୍ୱର: ୨୦୩୬ ମସିହା ସୁଦ୍ଧା ଏକ ବିକଶିତ ଓଡ଼ିଶା ଓ ୨୦୪୭ ମସିହା ସୁଦ୍ଧା ଏକ ବିକଶିତ ଭାରତ ନିମନ୍ତେ ସାମୁହିକ ଉଦ୍ୟମ ପାଇଁ ରାଜ୍ୟପାଳ ଡ଼ ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତିI ଭୁବନେଶ୍ୱରରେ ଆୟୋଜିତ ବିଶ୍ୱ ବାଣିଜ୍ୟ ଦିବସ ପାଳନ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଏହି ଆହ୍ୱାନ ଜଣାଇଛନ୍ତିI ଏହି ସମାରୋହରେ ଉଦବୋଧନ ଦେଇ ରାଜ୍ୟପାଳ କହିଥିଲେ ଯେ ଆନ୍ତର୍ଜାତୀୟ ବାଣିଜ୍ୟ କେବଳ ସାମଗ୍ରୀ ଓ ସେବାର ବିନିମୟ ନୁହେଁ,…

ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ଗଞ୍ଜାମ ଓ କେନ୍ଦ୍ରାପଡ଼ା ଜିଲ୍ଲାର ୫ଟି ପ୍ରବାସ ପ୍ରବଣ ବ୍ଲକରେ ସଚେତନତା ସୃଷ୍ଟି କରିବ

ଭୁବନେଶ୍ଵର: କୃଷି ଭବନ ଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କରିଛନ୍ତି l ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଖାଦ୍ୟ ଓ କୃଷି ସଂଗଠନ (ଏଫଏଓ) ଓ ଅନ୍ତର୍ଜାତୀୟ ପ୍ରବାସ ସଂଗଠନ (International Organization for  Migration)ର ମିଳିତ ସହଯୋଗ ଓ ଜାତିସଂଘ ପ୍ରବାସୀ ମଲ୍ଟି-ପାର୍ଟନର ଟ୍ରଷ୍ଟ ଫଣ୍ଡର ସମର୍ଥନରେ ଓଡ଼ିଶାର ପ୍ରଥମ ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଆରମ୍ଭ…

ପୋର୍ଟାଲ ମାଧ୍ୟମରେ ୫୭,୩୦୮ ଅନ୍ତ୍ୟୋଦୟ ଗୃହ ଯୋଜନା ହିତାଧିକାରୀ ପାଇସାରିଛନ୍ତି ପ୍ରଥମ କିସ୍ତି

ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ଦ୍ବାରା ପ୍ରଣୀତ ଅନ୍ତ୍ୟୋଦୟ ଗୃହ ଯୋଜନା (AGJ) ଅଧୀନରେ ବିଭିନ୍ନ ବର୍ଗର ୫୭,୩୦୮ ଜଣ ହିତାଧିକାରୀ ପ୍ରଥମ କିସ୍ତି ଅର୍ଥରାଶି ପାଇସାରିଛନ୍ତିl ଏହା ରାଜ୍ୟ ସରକାରଙ୍କ ପ୍ରମୁଖ ଗ୍ରାମୀଣ ଗୃହ ନିର୍ମାଣ ପଦକ୍ଷେପର କାର୍ଯ୍ୟାନ୍ୱୟନରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ସାବ୍ୟସ୍ତ ହୋଇଛି। ପୋର୍ଟାଲର ସୁଗମ କାର୍ଯ୍ୟକ୍ଷମତା ଯୋଗୁ ବଣ୍ଟନ ପ୍ରକ୍ରିୟା ତ୍ୱରାନ୍ୱିତ ହେବ ସହ ଯୋଗ୍ୟ ହିତାଧିକାରୀଙ୍କୁ ସମୟୋଚିତ ଏବଂ ସ୍ୱଚ୍ଛ ଆର୍ଥିକ ସହାୟତା ପ୍ରଦାନ ସୁନିଶ୍ଚିତ ହୋଇଛି। ମୋଟ ୫୭,୩୦୮ ଜଣ…

୧୬ କୋଟି ଟଙ୍କା ବ୍ୟୟ ଅଟକଳରେ ବିକଶିତ ହେଉଛି ଜଗତ୍ସିଂହପୁର ମଡେଲ୍ ବସ୍ ଟର୍ମିନାଲ

ଭୁବନେଶ୍ୱର: ରାଜ୍ୟ ଗୃହ ଓ ନଗର ଉନ୍ନୟନ ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢୀ ତାଙ୍କ ସରକାରୀ ଜିଲ୍ଲା ଗସ୍ତର ଦ୍ୱିତୀୟ ଦିନରେ ଜଗତ୍ସିଂହପୁରରେ ନିର୍ମାଣାଧୀନ ମଡେଲ୍ ବସ୍ ଟର୍ମିନାଲର ନିର୍ମାଣ ସ୍ଥଳ ପରିଦର୍ଶନ କରିଛନ୍ତି। ୧୬  କୋଟି ଟଙ୍କାର ଆନୁମାନିକ ମୂଲ୍ୟରେ ବିକଶିତ ହେଉଥିବା ଏହି ପ୍ରକଳ୍ପ ଲକ୍ଷ ଲକ୍ଷ ଯାତ୍ରୀଙ୍କ ଯାତାୟାତ ଅଭିଜ୍ଞତାକୁ ଉଲ୍ଲେଖନୀୟ ଭାବରେ ବୃଦ୍ଧି କରିବା ପାଇଁ କଳ୍ପନା କରାଯାଇଛି। ତାଙ୍କ ସହିତ ଜଗତ୍ସିଂହପୁରର କଲେକ୍ଟର…

‘ଓଡ଼ିଶାରେ ପ୍ରଥମ ଥର ପାଇଁ ୱାଲର୍ଡ଼ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍ ଆୟୋଜନ ଗର୍ବର ବିଷୟ’

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ଆୟୋଜିତ ହେବ ୱାର୍ଲଡ଼ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍ ବ୍ରୋଞ୍ଜ ପ୍ରତିଯୋଗିତା। ଅଗଷ୍ଟ ମାସ ୧୦ ତାରିଖ ଦିନ ଏହି ବିଶ୍ୱ ସ୍ତରୀୟ ପ୍ରତିଯୋଗିତାର ଆୟୋଜନ କରାଯିବ। କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ଉକ୍ତ ପ୍ରତିଯୋଗିତା ଆୟୋଜନର ସମସ୍ତ ପ୍ରସ୍ତୁତି ସମ୍ବନ୍ଧରେ ସମୀକ୍ଷା କରିଛନ୍ତି। ଏହି ପ୍ରସ୍ତୁତି ସମୀକ୍ଷାରେ ଆଥଲେଟିକ୍ସ ଫେଡ଼େରେସନ ଅଫ୍ ଇଣ୍ଡିଆ, ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ପ୍ରଶାସନର ସହଯୋଗରେ…

ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଞ୍ଚ ଦିନିଆ ପ୍ରଶିକ୍ଷଣ ଉଦଯାପିତ

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ଇତିହାସ ଓ ଇଂରାଜୀ ବିଭାଗ ସ୍ନାତକୋତ୍ତର ବା ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ପାଇଁ ଆରମ୍ଭ ହୋଇଥିବା ପାଞ୍ଚ ଦିନିଆ ପ୍ରଶିକ୍ଷଣ ଉଦଯାପିତ ହୋଇଯାଇଛି I ଏହି ଅବସରରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ନିୟତୀ ପଟ୍ଟନାୟକ, ପୂର୍ବତନ ପ୍ରାଣୀ ବିଜ୍ଞାନୀ ଆସୋସିଏଟ୍ ପ୍ରଫେସର ଡ଼ ଜୟକୃଷ୍ଣ ପାଣିଗ୍ରାହୀ,  ଯୁଗ୍ମ ନିର୍ଦ୍ଦେଶିକା ସସ୍ମିତା ମାଳୀ , ଯୁଗ୍ମ ନିର୍ଦ୍ଦେଶିକା ସ୍ନିଗ୍ଧା…

ରାଜସ୍ୱ ସେବା ଅଧିକାରୀମାନେ ଆନ୍ତରିକତା ଓ ସମର୍ପଣର ସହ ସେବା କରନ୍ତୁ – ରାଜ୍ୟପାଳ

ଭୁବନେଶ୍ୱର: ରାଜସ୍ୱ ସେବା ହେଉଛି ଶାସନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସେବା ମଧ୍ୟରୁ ଅନ୍ୟତମ, ଯାହା ଜନସାଧାରଣଙ୍କ ସହ ପ୍ରତ୍ୟେକ୍ଷ ଭାବେ ଜଡିତ ହୋଇ ରହିଥାଏ। ଏଣୁ ଓଡ଼ିଶା ରାଜସ୍ୱ ସେବା ଅଧିକାରୀମାନେ ଆନ୍ତରିକତା ଓ ସମର୍ପଣ ସହ ସେବା ଯୋଗାଇବାକୁ ରାଜ୍ୟପାଳ  ଡ. ହରି ବାବୁ କମ୍ଭମ୍ପାଟି ଆହ୍ୱାନ ଜଣାଇଛନ୍ତି। ରାଜଭବନର ନୁ୍ୟ ଅଭିଷେକ ହଲ୍ଠାରେ ରେଭେନୁ୍ୟ ଅଫିସର୍ସ ଟ୍ରେନିଂ ଇନଷ୍ଟିଚୁ୍ୟଟ୍ରେ ତାଲିମ୍ ନେଉଥିବା ୨୦୨୨ ବ୍ୟାଚ୍ର ଓଡ଼ିଶା ରାଜସ୍ୱ ସେବାର ଅଧିକାରୀମାନଙ୍କ ସହ ବାର୍ତ୍ତାଳାପ ଅବସରରେ…

ଖରିଫ୍‌ ଧାନ କ୍ରୟ ପାଇଁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି

ଭୁବନେଶ୍ୱର: ରାଜ୍ୟରେ ଖରିଫ ଋତୁ ଧାନ କ୍ରୟ ପାଇଁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ଗତ ମାସ ୧୯ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରକ୍ରିୟା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏଥିପାଇଁ ଚାଷୀମାନଙ୍କ ମଧ୍ୟରେ ପଞ୍ଜୀକରଣ ପାଇଁ ଆଗ୍ରହ ପରିଲକ୍ଷିତ ହେଉଛି। ଚାଷୀମାନେ ନିକଟସ୍ଥ ପ୍ରାଥମିକ କୃଷି ସମବାୟ ସମିତି ପ୍ୟାକସ୍‌, ଲ୍ୟାମ୍ପସ୍‌ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ କିମ୍ବା ପାଣିପଞ୍ଚାୟତରେ ଆଗୁଆ ପଞ୍ଜୀକରଣ କରୁଛନ୍ତି। ଚଳିତ ବର୍ଷ ଆଜି…