ଲିଙ୍ଗରାଜ ମନ୍ଦିର ସେବାୟତଙ୍କ କଲ୍ୟାଣ ପାଇଁ ସ୍ୱତନ୍ତ୍ର ପ୍ରସ୍ତାବ
ଭୁବନେଶ୍ୱର: ମହାପ୍ରଭୁ ଲିଙ୍ଗରାଜଙ୍କ ସତ୍ତ୍ୱଲିପି କମିଟି ପକ୍ଷରୁ ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ଆଇନ୍, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ପ୍ରଦାନ କରାଯାଇଛି। ଜଷ୍ଟିସ୍ ଡ. ଦୁର୍ଗା ପ୍ରସନ୍ନ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ପ୍ରଫେସର ପ୍ରଫୁଲ୍ଲ କୁମାର ମିଶ୍ର ସଦସ୍ୟ ଥାଇ ଗଠିତ ଦୁଇଜଣିଆ କମିଟି ମନ୍ଦିରର ସେବା ପୂଜା, ଶୃଙ୍ଖଳିତ ନୀତିକାନ୍ତି, ମନ୍ଦିର ଗର୍ଭଗୃହ ଓ ରୋଷଶାଳା ମରାମତି, ଉଜ୍ଜ୍ଵଳ ଆଲୋକୀକରଣ ବ୍ୟବସ୍ଥା, ସେବାୟତ ପାଇଁ ସ୍ୱତନ୍ତ୍ର ତାଲିମ୍ କାର୍ଯ୍ୟକ୍ରମ, ହୁଣ୍ଡି ପରିଚାଳନା, ଜମି ସମସ୍ୟା…


