ସାନଘାଗରାରେ ରାଜ୍ୟର ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର: ଜଙ୍ଗଲ ବିଭାଗ ଓ ଜିଲ୍ଲା ପ୍ରଶାସନ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କଲେ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ କେନ୍ଦୁଝର ସାନଘାଗରାରେ ପ୍ରତିଷ୍ଠା ହେବାକୁ ଥିବା ନୂତନ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର (Regional Plant Resource Centre) ବିଷୟରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଏବଂ କେନ୍ଦୁଝର ପ୍ରଶାସନ ସହ ଆଲୋଚନା କରିଛନ୍ତି। ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କର ମାନସ ପ୍ରକଳ୍ପ ଭାବେ ବିକଶିତ ହେବାକୁ ଥିବା ଏହି କେନ୍ଦ୍ର ଓଡିଶାର ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର ଭାବେ ସାନଘାଗରା…


