ଆଳୁ କ୍ରେତା ଓ ବିକ୍ରେତା ସମ୍ମିଳନୀ ଅନୁଷ୍ଠିତ
ଭୁବନେଶ୍ୱର : ରାଜ୍ୟରେ ସବୁ ସମୟରେ ଖାଉଟିମାନଙ୍କ ପାଇଁ ବଜାରରେ ଆଳୁ ଉପଲବ୍ଧ କରାଇବା ପାଇଁ ଆଳୁ କ୍ରେତା ଓ ବିକ୍ରେତାମାନଙ୍କର ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଉତ୍ତରପ୍ରଦେଶ ରାଜ୍ୟ ଉଦ୍ୟାନ କୃଷି ସମବାୟ ମାର୍କେଟିଂ ଫେଡେରେସନ୍, ଉତ୍ତରପ୍ରଦେଶ ରାଜ୍ୟ କୃଷି ଉତ୍ପାଦ ବଜାର ବୋର୍ଡ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ବୈଠକରେ ଓଡ଼ିଶାରେ ଉତ୍ତରପ୍ରଦେଶର ଆଳୁ ଉପଲବ୍ଧ କରାଇବା ଉପରେ ଆଲୋଚନା ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ…


