ଓଡ଼ିଶାରେ ପଞ୍ଜାବ ଏବଂ ସିନ୍ଧ ବ୍ୟାଙ୍କର ଅଧିକ ଶାଖା ଏବଂ ନୂଆ କ୍ଷେତ୍ରୀୟ କାର୍ଯ୍ୟାଳୟ ସ୍ଥାପନ ପ୍ରସ୍ତାବ
ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ପଞ୍ଜାବ ଏବଂ ସିନ୍ଧ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ରବି ମେହେରା ସୌଜନ୍ୟମୂଳକ ସାକ୍ଷାତ କରିଥିଲେ। ଏହି ସାକ୍ଷାତ ସମୟରେ ଶ୍ରୀ ମେହରା ଓଡିଶାରେ ଏହି ବ୍ୟାଙ୍କର ରହିଥିବା ସଂପ୍ରସାରଣ ଯୋଜନା ବିଷୟରେ ଅବଗତ କରାଇଥିଲେ। ଶ୍ରୀ ମେହେରା ମୁଖ୍ୟ ଶାସନ ସଚିବଙ୍କୁ ଓଡ଼ିଶାରେ ପଞ୍ଜାବ ଓ ସିନ୍ଧ ବ୍ୟାଙ୍କ, ବ୍ୟାଙ୍କିଂ ସେବା ବୃଦ୍ଧି କରିବା ଲକ୍ଷ୍ୟ ରହିଥିବା ପ୍ରକାଶ କରି ଜଣାଇଥିଲେ ଯେ, ଓଡ଼ିଶାରେ ଏବେ ଏହି…


