ଜୟପୁର-ବ୍ରହ୍ମପୁର-ଭୁବନେଶ୍ୱର ୬ ଲେନ ବିଶିଷ୍ଟ ରାସ୍ତା ଖୁବ ଶୀଘ୍ର ନିର୍ମାଣ ହେବ
ଭୁବନେଶ୍ୱର / କୋରାପୁଟ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲ ଠାରେ ୨୮୦ କୋଟି ଟଙ୍କା ବ୍ୟୟରେ ୬୫୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟର ଉଦଘାଟନ କରିଛନ୍ତି ଏବଂ ଏହି ଅବସରରେ ଜୟପୁର-ବ୍ରହ୍ମପୁର-ଭୁବନେଶ୍ୱର ଈକୋନୋମିକ କରିଡୋର ୬ ଲେନ ବିଶିଷ୍ଟ ରାସ୍ତା ଖୁବ ଶୀଘ୍ର ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏଥିସହିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଆବଶ୍ୟକ ଥିବା…


