ଇଣ୍ଡଷ୍ଟ୍ରି କ୍ଷେତ୍ରରେ କାର୍ଯ୍ୟରତ ବୁଣାକାରଙ୍କ ମଜୁରୀ ରିହାତି ଏକ ହଜାର ଟଙ୍କା ବୃଦ୍ଧି
ଭୁବନେଶ୍ୱର: ଟେକ୍ସାଟାଇଲ ଇଣ୍ଡଷ୍ଟ୍ରି କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ମଜୁରୀ ରିହାତି ମାସକୁ ଏକ ହଜାର ଟଙ୍କା ବୃଦ୍ଧି କରାଯାଇଛି। ଏହା ଦ୍ୱାରା ମହିଳା କର୍ମଚାରୀଙ୍କୁ ମାସକୁ ୬ ହଜାର ଟଙ୍କା ବଦଳରେ ୭ ହଜାର ଏବଂ ପୁରୁଷ କର୍ମଚାରୀଙ୍କୁ ମାସକୁ ୫ ହଜାର ବଦଳରେ ୬ ହଜାର ଟଙ୍କା ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟରରେ ଅନୁଷ୍ଠିତ ଓଡିଶା ଟେକ୍ସଟାଇଲ କନ୍କ୍ଲେଭ୍ରେ ଏହା ଘୋଷଣା କହିଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀ ଜଗତସିଂହପୁର…


