କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ
କଟକ: ଐତିହାସିକ ବାଲିଯାତ୍ରାରେ ଆୟୋଜନ ହୋଇଥିବା କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ ହୋଇଯାଇଛି। ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଶାସନ ସଚିବ ତଥା କେନ୍ଦ୍ରାଞ୍ଚଳ ରାଜସ୍ଵ ଆୟୁକ୍ତ ଗୁହା ପୁନମ ତାପସ କୁମାର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବୁଧବାର ଦିନ ଏହାର ଉଦ୍ଘାଟନ କରିଛନ୍ତି। ଏହି ପାରମ୍ପରିକ ସୂକ୍ଷ୍ମ କାରୁକାର୍ଯ୍ୟ ବିଷୟରେ ଯୁବପିଢ଼ିଙ୍କୁ ଆକୃଷ୍ଟ ଓ ଅବଗତ କରାଇବା ପାଇଁ ଲାଇଭ ଡେମନଷ୍ଟ୍ରସନ ବ୍ୟବସ୍ଥା କରାଯାଇଛି । ରୂପା ତାରକସି ପାଭିଲିୟନରେ…


