ପ୍ରଶାସନରେ କୃତ୍ରିମ ବୁଦ୍ଧିମତ୍ତା (ଏ.ଆଇ.)ର ଉପଯୋଗ (ଏ.ଆଇ. ଚମ୍ପିଆନ/ କାଟାଲିଷ୍ଟ) ତାଲିମ କର୍ମଶାଳା ଆରମ୍ଭ
ଭୁବନେଶ୍ୱର: ରାଜ୍ୟର ସରକାରୀ ଅଧିକାରୀମାନଙ୍କୁ ‘କୃତ୍ରିମ ବୁଦ୍ଧିମତ୍ତା (ଏ.ଆଇ.)’ ର ପ୍ରୟୋଗ ଉପରେ ବ୍ୟବହାରିକ ତାଲିମ ଦେବା ନିମନ୍ତେ ରାଜ୍ୟ କନଭେନ୍ସନ ସେଣ୍ଟରରେ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ ଓ୍ୱାଧ୍ଓ୍ୱାନି ଫାଉଣ୍ଡେସନର ମିଳିତ ଆନୁକୂଲ୍ୟରେ ଏକ ଚାରିଦିନିଆ କର୍ମଶାଳା ଆରମ୍ଭ ହୋଇଛି। ବିଭାଗୀୟ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ସରକାରୀ ଅଧିକାରୀମାନଙ୍କୁ ‘କୃତ୍ରିମ ବୁଦ୍ଧିମତ୍ତା (ଏ.ଆଇ.)’ର ପ୍ରୟୋଗ ଉପରେ ତାଲିମ ସମ୍ବନ୍ଧିତ ଏହା ହେଉଛି…


