- Administration
- Business
- Culture Tradition
- Development
- Economy
- Enertainment
- Governance
- Heritage
- Infrastructure
- Local
- Tradition
ବାଲିଯାତ୍ରାରେ ଓରମାସ୍ ତରଫରୁ ୫୦୦ଟି ଷ୍ଟଲ୍ ରହିବା ସହ ପ୍ରଦର୍ଶିତ ହେବ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପ
ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ସଂସ୍କୃତି ବିଭାଗର ସମ୍ମିଳନୀ କକ୍ଷରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ସମୀକ୍ଷା ବୈଠକରେ କଟକର ଐତିହାସିକ ବାଲିଯାତ୍ରାର ଆୟୋଜନକୁ ନେଇ ବିସ୍ତୃତ ସମୀକ୍ଷା କରାଯାଇଥିଲା। ଆସନ୍ତା ନଭେମ୍ବର ୨୪ ତାରିଖରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ କଟକରେ ବାଲିଯାତ୍ରା ଆୟୋଜିତ ହେବ। ଚଳିତ ବର୍ଷ ବାଲିଯାତ୍ରାର ଆୟୋଜନ ପାଇଁ ସରକାରଙ୍କ ତରଫରୁ ୧୦ କୋଟି ଟଙ୍କା ଅର୍ଥରାଶି ପ୍ରଦାନ ପାଇଁ…


