ଗୁଜରାଟର ସେମିକଣ୍ଡକ୍ଟର ଫ୍ୟାସିଲିଟି କେନ୍ଦ୍ର ପରିଦର୍ଶନ କଲେ ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ଏକ ସୁଦୃଢ଼, ସ୍ଥାୟୀ ଓ ଆତ୍ମନିର୍ଭର ସେମିକଣ୍ଡକ୍ଟର ଇକୋସିଷ୍ଟମ୍‌ ଗଠନ ଲକ୍ଷ୍ୟରେ ଗୁଜରାଟର ସାନନ୍ଦସ୍ଥିତ ସିଜି ସେମି ସେମିକଣ୍ଡକ୍ଟର ଫ୍ୟାସିଲିଟି ପରିଦର୍ଶନ କରିଛନ୍ତି ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ  ଡ଼ ମୁକେଶ ମହାଲିଙ୍ଗ। ମନ୍ତ୍ରୀ ଏହି ଅବସରରେ ଫ୍ୟାସିଲିଟିର ବିଭିନ୍ନ ବ୍ୟବସ୍ଥା ଓ କାର୍ଯ୍ୟପ୍ରଣାଳୀକୁ ନିକଟରୁ ଅନୁଧ୍ୟାନ କରିବା ସହ ସିଜି ସେମିର ଫ୍ୟାସିଲିଟିର  ନେତୃବୃନ୍ଦ ଓ ବିଶେଷଜ୍ଞମାନଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି। ସେମିକଣ୍ଡକ୍ଟର ଶିଳ୍ପ ପାଇଁ ଆବଶ୍ୟକ ଆନୁଷଙ୍ଗିକ ଶିଳ୍ପ, ମାନବ…

‘ରଘୁରାଜପୁର ଆମ ରାଜ୍ୟର କଳା ଓ ସଂସ୍କୃତିର ପ୍ରାଣକେନ୍ଦ୍ର’

ପୁରୀ I ଭୁବନେଶ୍ୱର: ଐତିହ୍ୟଗ୍ରାମ ରଘୁରାଜପୁରର ସମନ୍ୱିତ ପର୍ଯ୍ୟଟନ ବିକାଶ ନିମନ୍ତେ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ସ୍ୱତନ୍ତ୍ର ପ୍ରକଳ୍ପର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ତାଙ୍କ ବକ୍ତବ୍ୟରେ କହିଛନ୍ତି ଯେ, “ରଘୁରାଜପୁର ହେଉଛି ଆମ ରାଜ୍ୟର କଳା ଓ ସଂସ୍କୃତିର ପ୍ରାଣକେନ୍ଦ୍ର। ଏହି ପ୍ରକଳ୍ପ ରଘୁରାଜପୁରର ପର୍ଯ୍ୟଟନ ବିକାଶରେ ଏକ ନୂଆ ଅଧ୍ୟାୟର ଶୁଭାରମ୍ଭ କରିବ। ଆମର ଲକ୍ଷ୍ୟ ହେଉଛି ଏଠାକାର ପ୍ରସିଦ୍ଧ ପଟ୍ଟଚିତ୍ର, ଗୋଟିପୁଅ ନୃତ୍ୟ ଏବଂ…

କର୍ପୋରେଟ ସଂସ୍ଥାଗୁଡିକ ସିଏସଆରକୁ ଅଧିକ ପ୍ରଭାବଶାଳୀ କରିବାକୁ ରାଜ୍ୟପାଳଙ୍କ ଆହ୍ୱାନ

ଭୁବନେଶ୍ୱର: କେବଳ ଆଇନ ଗତ ଅନୁପାଳନ ମଧ୍ୟରେ ସୀମିତ ନ ରହି କର୍ପୋରେଟ ସଂସ୍ଥାଗୁଡିକ ଓଡ଼ିଶାର ବିକାଶରେ ଦାୟିତ୍ୱବାନ ସହଯୋଗୀ ଭାବେ କାର୍ଯ୍ୟ କରିବା ସହ ସିଏସଆରକୁ ଅଧିକ ପ୍ରଭାବଶାଳୀ କରିବା ପାଇଁ ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତିI ମଙ୍ଗଳବାର ଭୁବନେଶ୍ୱରରେ ଓଡ଼ିଶା ସରକାରଙ୍କ ସାଧାରଣ ଉଦ୍ୟୋଗ (ପବ୍ଲିକ ଏଣ୍ଟରପ୍ରାଇଜେସ) ବିଭାଗ ସହଯୋଗରେ ଏବଂ ଓଡ଼ିଶା କର୍ପୋରେଟ ଫାଉଣ୍ଡେସନ ଓ ଫ୍ରିଡମ ଏଡୁର ମିଳିତ ଆନୁକୂଲ୍ୟରେ ଆୟୋଜିତ ‘ବ୍ରିଜ ଭାରତ ସମ୍ମିଳନୀ…

ଓଡ଼ିଶା ଦେଶର ପ୍ରମୁଖ ସ୍କିଲିଂ ହବ୍ ଭାବେ ଉଭା ହେଉଛି : ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ଦ୍ରୁତ ଗତିରେ ଦେଶର ଏକ ପ୍ରମୁଖ ଦକ୍ଷତା ବିକାଶ କେନ୍ଦ୍ର  ଭାବେ ଉଭା ହେଉଛି। କୋଲକାତାରେ ଆୟୋଜିତ ଆଞ୍ଚଳିକ କୌଶଳ ମନ୍ତ୍ରୀ ସମ୍ମିଳନୀ ‘କୌଶଳ ମନ୍ଥନ’ରେ ଯୋଗଦେଇ ଏହା କହିଛନ୍ତି ଶିଳ୍ପ, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ। କେନ୍ଦ୍ର କୌଶଳ ବିକାଶ ଓ ଉଦ୍ୟମିତା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ମିଳନୀରେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମାନ୍ୟବର ମନ୍ତ୍ରୀଗଣ ଏବଂ ବରିଷ୍ଠ…

ବନ୍ୟା ପରିସ୍ଥିତିର ସ୍ଥାୟୀ ପ୍ରତିକାର ନିମନ୍ତେ ରାଜସ୍ୱ ମନ୍ତ୍ରୀଙ୍କ ଗୁରୁତ୍ଵାରୋପ

ଭୁବନେଶ୍ୱର: ଓଡ଼ିଶାରେ ବନ୍ୟା ପରିସ୍ଥିତି ଜାରି ରହିଥିବା ବେଳେ ପ୍ରଭାବିତ ଅଞ୍ଚଳଗୁଡ଼ିକରେ ରିଲିଫ୍, ଉଦ୍ଧାର, ପୁନରୁଦ୍ଧାର ଏବଂ ଅତ୍ୟାବଶ୍ୟକ ସେବା କାର୍ଯ୍ୟ ନିରନ୍ତର ଭାବେ ଜାରି ରହିଛି। ସ୍ପେଶାଲ୍ ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟରେ ବନ୍ୟା ପରିସ୍ଥିତିର ସମୀକ୍ଷା କରି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ଜନସାଧାରଣଙ୍କ ଧନ, ଜୀବନର ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ରାଜ୍ୟସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ସହ ଆଗାମୀ ଦିନରେ ବନ୍ୟା ପରିସ୍ଥିତିର ସ୍ଥାୟୀ ପ୍ରତିକାର ବ୍ୟବସ୍ଥା…

ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ମଧ୍ୟ ପାଠ୍ୟପୁସ୍ତକ ପ୍ରଦାନ କରାଯିବ

ଭୁବନେଶ୍ୱର: ୮୦ ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ରାଜଧାନୀ ଭୁବନେଶ୍ୱରର ମହାତ୍ମା ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଅନ୍ୟତମ ଅତିଥି ରୂପେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ପୁଲିସ ଡିଜି ୱାଇ ବି ଖୁରାନିଆ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ହେମନ୍ତ ଶର୍ମା, ଏନ୍‌ସିସି…

ଟୋକେଇବାଲା ଓ ରାଗ୍ ପିକର୍‌ମାନଙ୍କୁ ଆନୁଷ୍ଠାନିକ ବର୍ଜ୍ୟ ପରିଚାଳନା ବ୍ୟବସ୍ଥାରେ ସାମିଲ କରିବାକୁ ୟୁଏଲବିଗୁଡ଼ିକୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ କଠିନ ବର୍ଜ୍ୟବସ୍ତୁ ପରିଚାଳନା ବ୍ୟବସ୍ଥାକୁ ଅଧିକ ସୁଦୃଢ଼, ବୈଜ୍ଞାନିକ ଓ ଉତ୍ତରଦାୟୀ କରିବା ଉପରେ ଓଡ଼ିଶା ସରକାର ଗୁରୁତ୍ୱାରୋପ କରିଛନ୍ତି। ଉତ୍ସରୁ ବର୍ଜ୍ୟ ପୃଥକୀକରଣ, ବୈଜ୍ଞାନିକ ପ୍ରକ୍ରିୟାକରଣ, ନିୟାମକ ଅନୁପାଳନର କଡ଼ାକଡ଼ି ପ୍ରବର୍ତ୍ତନ, ବଲ୍କ ୱେଷ୍ଟ ଜେନେରେଟରମାନଙ୍କ ଉତ୍ତରଦାୟିତ୍ୱ ଏବଂ ଅଣଆନୁଷ୍ଠାନିକ ବର୍ଜ୍ୟ ସଂଗ୍ରହକାରୀଙ୍କୁ ଆନୁଷ୍ଠାନିକ ବ୍ୟବସ୍ଥାରେ ସାମିଲ କରିବା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଏ ସମ୍ପର୍କରେ ‘କଠିନ ବର୍ଜ୍ୟବସ୍ତୁ ପରିଚାଳନା ନିୟମ, ୨୦୨୬’ତଥା ଅନ୍ୟାନ୍ୟ ନିୟାମକ ବ୍ୟବସ୍ଥାର ପ୍ରଭାବୀ କାର୍ଯ୍ୟାନ୍ୱୟନ ନେଇ…

ସାଇବର ସୁରକ୍ଷା ନେଇ ଜନସଚେତନତା ଅଭିଯାନ: ୪୦ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ, ଶିକ୍ଷକ, ଅଭିଭାବକ ଓ ପୋଲିସ କର୍ମଚାରୀଙ୍କ ଅଂଶଗ୍ରହଣ

କଟକ: ସମାଜରେ ବଢ଼ୁଥିବା ସାଇବର ଅପରାଧର ମୁକାବିଲା କରିବା ସହ ଛାତ୍ରଛାତ୍ରୀ ଓ ଯୁବପିଢ଼ିଙ୍କୁ ସୁରକ୍ଷିତ, ସଚେତନ ଓ ଦାୟିତ୍ୱବାନ ଡିଜିଟାଲ୍ ନାଗରିକ ଭାବେ ଗଢ଼ି ତୋଳିବା ଉଦ୍ଦେଶ୍ୟରେ ଓଡ଼ିଶା ପୋଲିସ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗର ମିଳିତ ସହଯୋଗରେ ଆଜି ଏକ ବୃହତ୍ ରାଜ୍ୟବ୍ୟାପୀ ସାଇବର ସଚେତନତା ଅଭିଯାନ ଆୟୋଜିତ ହୋଇଯାଇଛି। ଆରକ୍ଷୀ ମହାନିର୍ଦ୍ଦେଶକ, କ୍ରାଇମବ୍ରାଞ୍ଚ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ଦିନ ୧୨ଟାରୁ ଆରମ୍ଭ ହୋଇଥିବା ଏହି ବ୍ୟାପକ ଅଭିଯାନରେ ରାଜ୍ୟର…

୨,୭୧୧ ପ୍ୟାକ୍ସ/ଲ୍ୟାମ୍ପସ୍‌ର ୫,୪୨୨ ଜଣ ଅଧିକାରୀ IT ଦକ୍ଷତା ବୃଦ୍ଧିରେ ହେବେ ପ୍ରଶିକ୍ଷିତ

ଭୁବନେଶ୍ୱର: ଓଡ଼ିଶାର ସମବାୟ କ୍ଷେତ୍ରକୁ ଅଧିକ ଆଧୁନିକ, ପ୍ରଯୁକ୍ତିନିର୍ଭର, ସ୍ୱଚ୍ଛ, ଦକ୍ଷ ଓ ଆତ୍ମନିର୍ଭର କରିବା ଦିଗରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ପ୍ୟାକ୍ସ ଓ ଲ୍ୟାମ୍ପସ୍ ଅଧିକାରୀଙ୍କ ପାଇଁ OS-CIT ମାଧ୍ୟମରେ IT ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି। ଲୋକସେବା ଭବନସ୍ଥିତ ଷ୍ଟେଟ କନଭେନସନ ସେଣ୍ଟରରେ ଆୟୋଜିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଶୁଭାରମ୍ଭ…

‘ଜାତୀୟ ହସ୍ତତନ୍ତ ଦିବସ ଆମର ବୁଣାକାରମାନଙ୍କ ଦକ୍ଷତା, ସମର୍ପଣ ଓ ସ୍ଥିରତା ପ୍ରତି ସମ୍ମାନ’

ଭୁବନେଶ୍ୱର:  ଭୁବନେଶ୍ୱରର ମଞ୍ଚେଶ୍ୱରଠାରେ ଅବସ୍ଥିତ ‘ରେଶାଭବନ’ରେ ଓଡିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଦ୍ୱାଦଶ ରାଜ୍ୟ ସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ୨୦୨୬ର ଉଦଯାପନୀ ସମାରୋହ ପାଳନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ବିଭାଗୀୟ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ କହିଛନ୍ତି ଯେ  ଜାତୀୟ ହସ୍ତତନ୍ତ ଦିବସ ହେଉଛି ଆମର ବୁଣାକାରମାନଙ୍କ ଦକ୍ଷତା, ସମର୍ପଣ ଓ ସ୍ଥିରତା ପ୍ରତି ସମ୍ମାନ। ଓଡ଼ିଶାର ହସ୍ତତନ୍ତ ହେଉଛି ଆମର ପରିଚୟ, ଆମର ସଂସ୍କୃତି ଏବଂ…