ଓଜେଇଇ -୨୦୨୫ ଫଳାଫଳ ପ୍ରକାଶିତ: କୃତୀ ଛାତ୍ର ଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ମନ୍ତ୍ରୀ
ଭୁବନେଶ୍ୱର: ଓଡିଶା ମିଳିତ ପ୍ରବେଶିକା ପରୀକ୍ଷା (OJEE-2025) ର ଫଳାଫଳ ପ୍ରକାଶ ପାଇଛି। ଓଡିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷାମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, SCTEVT ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ OJEE -2025 ର ଫଳାଫଳ ଘୋଷଣା କରିବା ସହିତ ଫଳାଫଳ ପୁସ୍ତିକାର ଶୁଭ ଉନ୍ମୋଚନ କରିଛନ୍ତି। ମନ୍ତ୍ରୀ ଶ୍ରୀ ସ୍ୱାଇଁ କୃତୀ ଛାତ୍ର ଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହି ପରିଶ୍ରମ ଓ ଅଧ୍ୟବସାୟକୁ ଅବ୍ୟାହତ ରଖି ଆଗାମୀ ଜୀବନରେ…


