କଳିଙ୍ଗ ଷ୍ଟାଡିୟମ୍ରୁ ବେଆଇନ ମାଦକ କାରବାର ବିରୋଧରେ ୱାକାଥନ
ଭୁବନେଶ୍ୱର: ଅବକାରୀ ବିଭାଗ ପକ୍ଷରୁ ବେଆଇନ ମାଦକ କାରବାର ବିରୋଧରେ ପ୍ରଥମ ପର୍ଯ୍ୟାୟ ସଚେତନତା କାର୍ଯ୍ୟକ୍ରମର ଶେଷଦିନରେ ଏକ ଗ୍ରାଣ୍ଡ ୱାକାଥନ ଅନୁଷ୍ଠିତ ହୋଇଯାଇଛି । ଏହି ୱାକାଥନ ବେଆଇନ ମାଦକ ଦ୍ରବ୍ୟର ବ୍ୟବହାର ଓ ଅବୈଧ ଚାଲାଣ ବିରୋଧରେ ସଚେତନତା ସୃଷ୍ଟି କରିବା ନେଇ ଆୟୋଜିତ ଏହି ୱାକାଥନ ଆଜି ସକାଳ ୬.୩୦ରୁ କଳିଙ୍ଗ ଷ୍ଟାଡିଅମର ଗେଟ୍ ନମ୍ବର ୪ରୁ ଆରମ୍ଭ ହୋଇ ଜନତା ମୈଦାନ ପର୍ଯ୍ୟନ୍ତ ଯାଇଥିଲା । ଏହି ୱାକାଥନକୁ ଆଇନ, ପୂର୍ତ୍ତ…
