ଉଚ୍ଚଶିକ୍ଷା ବିଭାଗ ଓ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟ ମଧ୍ୟରେ ବୁଝାମଣା

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଓ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟ, ନୂଆଦିଲ୍ଲୀ ମଧ୍ୟରେ ଏକ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଯାଇଛି। ଏହି ବୁଝାମଣା ପତ୍ର ଅନୁଯାୟୀ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟ(IGNOU)ର ସ୍ନାତକ, ସ୍ନାତକୋତ୍ତର ପାଠ୍ୟକ୍ରମ ସହିତ ସ୍ନାତକୋତ୍ତର ଡିପ୍ଲୋମା, ଡିପ୍ଲୋମା ଓ ସାର୍ଟିଫିକେଟ ପାଠ୍ୟକ୍ରମ, ସ୍ନାତକ (ଭୋକେସ୍‌ନାଲ୍‌ ଷ୍ଟଡ଼ିଜ), ଟ୍ରାଭେଲ ଓ ଟୁରିଜିମ୍ ମ୍ୟାନେଜମେଣ୍ଟ, ବିବିଏ, ଏମବିଏ ଆଦି ବିଭିନ୍ନ ପାଠ୍ୟକ୍ରମକୁ ଓଡ଼ିଆ ଭାଷାରେ ପ୍ରଦାନ କରାଯିବ।…

‘ଶ୍ରୀ ଅନ୍ନ ଅଭିଯାନ ଯୋଗୁଁ ଗରିବଙ୍କ ଖାଦ୍ୟ ଆଜି ପଞ୍ଚତାରକା ରେସ୍ତେlରାଁରେ ପହଞ୍ଚି ପାରିଛି’

ଭୁବନେଶ୍ଵର : କୃଷି ଭବନସ୍ଥିତ ସମ୍ମିଳନୀ କକ୍ଷରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛିl ଏହି ବୈଠକରେ ୨୦୨୫-୨୬ ଆର୍ଥିକ ବର୍ଷ ଖରିଫ ଚାଷ ପାଇଁ ଶ୍ରୀ ଅନ୍ନ ଅଭିଯାନର ବାର୍ଷିକ କାର୍ଯ୍ୟ ଯୋଜନାର ସମୀକ୍ଷା କରାଯାଇଛିl  ଶ୍ରୀ ଅନ୍ନ ଅଭିଯାନ କୃଷି ବିଭାଗର ଏକ ଯୁଗାନ୍ତକାରୀ ଯୋଜନାl ଏହା ଆମ ରାଜ୍ୟର ପାରମ୍ପରିକ ଖାଦ୍ୟ ଯଥା ମାଣ୍ଡିଆ, ସୁଆଁ, ବାଜରା, କାଙ୍ଗୁ ଇତ୍ୟାଦିର…

ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ଫଳାଫଳ ପ୍ରକାଶ

ଭୁବନେଶ୍ୱର: ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ ଅନୁଷ୍ଠିତ ହୋଇଥିବା Common PG Entrance Test (CPET) ପ୍ରବେଶିକା ପରୀକ୍ଷା ଫଳାଫଳ ଆଜି  ଅପରାହ୍ନ ୪.୦୦ ଘଟିକା ସମୟରେ SAMS PG ପୋର୍ଟାଲରେ ପ୍ରକାଶିତ ହୋଇଛି। ଛାତ୍ରଛାତ୍ରୀମାନେ SAMS PG ପୋର୍ଟାଲରେ ନିଜର ପରୀକ୍ଷା ଫଳ ଓ ରାଙ୍କ୍‌ ଦେଖିପାରିବେ। ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଅନୁଷ୍ଠିତ ହୋଇଥିବା Common PG Entrance Test (CPET) ପ୍ରବେଶିକା ପରୀକ୍ଷା ନିମନ୍ତେ ମୋଟ୍ ୬୨,୩୨୧…

ପିଜିଟି ଶିକ୍ଷକଙ୍କ ପାଞ୍ଚ ଦିନିଆ ଦକ୍ଷତା ନିର୍ମାଣ ପ୍ରଶିକ୍ଷଣ

ଭୁବନେଶ୍ବର: ଶିକ୍ଷକ ବିକାଶ ଓ ଡିଜିଟାଲ୍ ଶିକ୍ଷାକୁ ପ୍ରାଧାନ୍ୟ ଦେଇ କେନ୍ଦ୍ରୀୟ ଶିକ୍ଷା ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ସିଆଇଇଟି) ସହ ମିଳିତ ଭାବରେ  ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ନୂଆଦିଲ୍ଲୀର ଏନସିଇଆରଟିଠାରେ ଏକ ପାଞ୍ଚ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀ ରଘୁରାମ ଆର୍ ଆୟରଙ୍କ ନେତୃତ୍ବରେ ପିଏମ-ଇ ବିଦ୍ୟା ଅଧିନରେ ବିଷୟବସ୍ତୁ ବିକାଶ କରିବା ନେଇ ଏକ…

ବରଗଡ଼ ଜିଲ୍ଲାର ୬ଟି ବିଦ୍ୟାଳୟର ସିବିଏସଇ ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର : ନିକଟରେ କେନ୍ଦ୍ରୀୟ ଶିକ୍ଷା ବୋର୍ଡ଼ ଦଶମ ଓ ଦ୍ବାଦଶ ଶ୍ରେଣୀର ପରୀକ୍ଷାଫଳ ପ୍ରକାଶ ପାଇଥିଲା । ବରଗଡ଼ ଜିଲ୍ଲାର ବାନ୍ଦୁପାଲିସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ପଦ୍ମପୁର ପବ୍ଲିକ ସ୍କୁଲରେ ପରୀକ୍ଷା ପରିଚାଳନା ସମୟରେ ଅନୈତିକ ନୀତି ଅବଲମ୍ବନ କରିଥିବା ରିପୋର୍ଟ ସାମ୍ନାକୁ ଆସିଥିଲା । ଏହି ଦୁଇଟି ପରୀକ୍ଷା କେନ୍ଦ୍ରରେ ମୋଟ୍ ୬ ଗୋଟି ବିଦ୍ୟାଳୟର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ସେଥିମଧ୍ୟରୁ ୪ ଗୋଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ରହିଛି ।…

ମାଟ୍ରିକ ଟପରଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ

ଭୁବନେଶ୍ୱର : କେବଳ ଶିକ୍ଷା କ୍ଷେତ୍ରରେ ନୁହେଁ, ବରଂ ଭବିଷ୍ୟତରେ ଦାୟିତ୍ୱବାନ ନାଗରିକ ଭାବେ ମାଟ୍ରିକ ଟପରମାନେ ଉତ୍କର୍ଷ ହାସଲ କରିବାକୁ ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତି । ଚଳିତ ମଇ ୨୬ ତାରିଖ ଦିନ ରାଜଭବନର ଅଭିଷେକ ହଲ ଠାରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ୨୦୨୫ ମସିହା ବୋର୍ଡ୍ ଅଫ୍ ସେକେଣ୍ଡାରୀ ଏଜୁକେସନ୍ (ବି.ଏସ୍.ଇ.), ସେଣ୍ଟ୍ରାଲ୍ ବୋର୍ଡ୍ ଅଫ୍ ସେକେଣ୍ଡାରୀ ଏଜୁକେସନ୍ (ସି.ବି.ଏସ୍.ଇ.) ଏବଂ କାଉନସିଲ ଫର୍ ଦ ଇଣ୍ଡିଆନ୍…