‘ରପ୍ତାନୀ କ୍ଷେତ୍ରରେ ଆମ ପାଖରେ ବ୍ୟାପକ ସୁଯୋଗ ଅଛି’

ଭୁବନେଶ୍ଵର : ରପ୍ତାନୀ କ୍ଷେତ୍ରରେ ଆମ ପାଖରେ ବ୍ୟାପକ ସୁଯୋଗ ରହିଛି। ସୁଯୋଗ ସମ୍ପର୍କରେ ରାଜ୍ୟ ସରକାରଙ୍କ ଅଧିକାରୀମାନେ ଅବଗତ ହେବା ଅତ୍ୟନ୍ତ ଜରୁରୀ। ଏହି ସୁଯୋଗର ସଦୁପଯୋଗ କରି ବିକଶିତ ଓଡ଼ିଶାର ସ୍ଵପ୍ନକୁ ସାକାର କରିବା ପାଇଁ ଉଦ୍ୟୋଗୀମାନେ ମଧ୍ୟ ଆଗେଇ ଆସିବା ଉଚିତ। ରପ୍ତାନି ଉନ୍ନୟନ ଓ ବାଣିଜ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ସ୍ଥାନୀୟ ନୟାପଲ୍ଲୀସ୍ଥିତ ରପ୍ତାନି ଭବନ ସମ୍ମିଳନୀ କକ୍ଷରେ ଆୟୋଜିତ  “ସରକାରୀ ଅଧିକାରୀଙ୍କ ନିମନ୍ତେ ଯୋଜନା ସମ୍ବନ୍ଧୀୟ ଦକ୍ଷତା ବିକାଶ କର୍ମଶାଳା”ରେ ଏହି…

“ଟେରାକୋଟା ଏବଂ କୁମ୍ଭାର ଶିଳ୍ପ”ଆମ ଗୌରବମୟ ଐତିହ୍ୟର ପ୍ରତୀକ: ମନ୍ତ୍ରୀ 

ଭୁବନେଶ୍ୱର : “ଟେରାକୋଟା ଏବଂ କୁମ୍ଭାର ଶିଳ୍ପ” ଓଡିଶାର ପ୍ରାଚୀନ ସଂସ୍କୃତି ଏବଂ ଗରିମାମୟ ଐତିହ୍ୟର ପ୍ରତୀକ। ରାଜ୍ୟରେ ୩୬,୦୦୦ ରୁ ଅଧିକ କାରିଗର ଏହି ଶିଳ୍ପକୁ ଆଧାର କରି ଜୀବିକା ନିର୍ବାହ କରୁଛନ୍ତି। ଏହି ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ସେମାନଙ୍କୁ ଆର୍ଥିକଭାବେ ସଶକ୍ତ କରିବା ସହ ଏହି ସମୃଦ୍ଧ ହସ୍ତଶିଳ୍ପକୁ ଆଗକୁ ବଢାଇବାରେ ସହାୟକ ହେବ ବୋଲି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ କହିଛନ୍ତି। ସ୍ଥାନୀୟ ଇଡକୋ ପ୍ରଦର୍ଶନୀ ପଡ଼ିଆଠାରେ…

ସନ୍ତୁଳିତ ଆଞ୍ଚଳିକ ବିକାଶକୁ ପ୍ରୋତ୍ସାହିତ କରୁଛି “ଏକ ଜିଲ୍ଲା ଏକ ଉତ୍ପାଦ”

ଭୁବନେଶ୍ଵର: “ଏକ ଜିଲ୍ଲା ଏକ ଉତ୍ପାଦ” (ଓଡିଓପି) ପଦକ୍ଷେପ ଉତ୍ପାଦକଙ୍କ ଜୀବନ-ଜୀବିକାକୁ ସମୃଦ୍ଧ କରୁଛି। ସନ୍ତୁଳିତ ଆଞ୍ଚଳିକ ବିକାଶ ସହ ସମସ୍ତ ଜିଲ୍ଲାର ସାମାଜିକ-ଅର୍ଥନୈତିକ ବିକାଶ ପାଇଁ ଏହା ଲକ୍ଷ୍ୟ ରଖିଛି ବୋଲି “ଏକ ଜିଲ୍ଲା ଏକ ଉତ୍ପାଦ”କ୍ଷମତା ବିକାଶ କର୍ମଶାଳାରେ ଆଜି ଏହି ମତ ପ୍ରକାଶ ପାଇଛି। ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଅଧୀନ ରପ୍ତାନି ପ୍ରୋତ୍ସାହନ ଏବଂ ବିପଣନ ନିର୍ଦ୍ଦେଶାଳୟ ଦ୍ୱାରା ସ୍ଥାନୀୟ ଲୋକସେବା ଭବନ କନଭେନସନ୍ ସେଣ୍ଟର୍ ଠାରେ ଆୟୋଜିତ ଏହି…

କୃଷି ଓଡ଼ିଶା ସମାବେଶ ୨୦୨୫-୨୬ ଆୟୋଜନ ନିମନ୍ତେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: କୃଷି ଓଡ଼ିଶା ୨୦୨୫-୨୬ ନିମନ୍ତେ ପ୍ରସ୍ତୁତି ବୈଠକ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଜାନୁଆରୀ ମାସ ୨୨ ତାରିଖରୁ ୨୪ ତାରିଖ ଯାଏଁ ତିନିଦିନ ବ୍ୟାପୀ କୃଷି ଓଡ଼ିଶା ସମାବେଶ ଖୁବ୍ ଉତ୍ସାହର ସହ ପାଳନ କରାଯିବ। ବୈଠକର ନିଷ୍ପତ୍ତି ଅନୁଯାୟୀ ଚଳିତବର୍ଷ ଠାରୁ ପ୍ରତିବର୍ଷ ଜାନୁଆରୀ ମାସ ଏହି ଦିନରେ ହିଁ କୃଷି ଓଡ଼ିଶା ସମାବେଶର ଆୟୋଜନ କରାଯିବ। ଦେଶ…

ବନ୍ଦର ଭିତ୍ତିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ ଦେଲେ ପ୍ରମୁଖ ସଚିବ

ଭୁବନେଶ୍ବର : ଭାରତ ସାମୁଦ୍ରିକ ସପ୍ତାହ ୨୦୨୫ ରେ ଓଡ଼ିଶାର ଅଂଶଗ୍ରହଣ ଉପରେ ଏକ ପ୍ରସ୍ତୁତି ବୈଠକ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀଙ୍କ ଦ୍ଵାରା ଆହୁତ ହୋଇଥିଲା। ପାରାଦୀପ ବନ୍ଦର, ଧାମରା ବନ୍ଦର, ଗୋପାଳପୁର ବନ୍ଦର, ସୁବର୍ଣରେଖା ବନ୍ଦରର ବରିଷ୍ଠ ଅଧିକାରୀ ଏବଂ ସମ୍ପୃକ୍ତ ବିଭାଗ ଓ ଏଜେନ୍ସିର ପ୍ରତିନିଧିମାନେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବୈଠକରେ ଯୋଗ ଦେଇଥିଲେ। ପ୍ରାରମ୍ଭରେ, ଶ୍ରୀମତୀ ପାଢ଼ୀ ଏକ ପ୍ରମୁଖ ଜାତୀୟ କାର୍ଯ୍ୟକ୍ରମ ଭାବରେ ଭାରତ…

‘ପୂର୍ବୋଦୟ’ ପରିକଳ୍ପନା କେନ୍ଦ୍ରରେ ଓଡ଼ିଶା ରହିଛି

ଝାରସୁଗୁଡା : ଝାରସୁଗୁଡ଼ାର ଏହି ବୀର ସୁରେନ୍ଦ୍ର ସାଏ ଏୟାରପୋର୍ଟ ଠିକ୍‌ ଆଠ ବର୍ଷ ପୂର୍ବେ, ସେପ୍ଟେମ୍ବର ୨୨ ତାରିଖରେ ଲୋକାର୍ପିତ ହୋଇଥିଲା। ଆଜି, ଏହି ଏୟାରପୋର୍ଟ, ଓଡ଼ିଶାକୁ ବିଶେଷକରି ପଶ୍ଚିମ ଓଡ଼ିଶାର ବିକାଶର ଗତିକୁ ତ୍ୱରାନ୍ୱିତ କରିଛି। କିଛିଦିନ ପୂର୍ବେ ସମଗ୍ର ଦେଶ, ହର୍ଷ-ଉଲ୍ଲାସର ସହିତ, ଆପଣଙ୍କର ଜନ୍ମଦିବସ ପାଳନ କରିଥିଲା। ଏହା କେବଳ ଏକ ଜନ୍ମଦିବସ ଉତ୍ସବ ନଥିଲା, ବରଂ ଏହା ଥିଲା ଦେଶ ପ୍ରତି ଆପଣଙ୍କର ପଚାଶ ବର୍ଷରୁ ଅଧିକ ସମୟଧରି, ଅତୁଟ…

୧.୬୩ଲକ୍ଷ ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ବ୍ୟାଙ୍କ ଋଣ ଫେରସ୍ତ ବାବଦକୁ ୧୧୦ କୋଟି ଟଙ୍କା ଆର୍ଥିକ ଅନୁଦାନ

ଭୁବନେଶ୍ଵର: ୧ ଲକ୍ଷ ୬୩ ହଜାର ୭୫୭ ସ୍ଵୟଂ ସହାୟକ ଗୋଷ୍ଠୀଙ୍କ ଆକାଉଣ୍ଟକୁ ବ୍ୟାଙ୍କ ଋଣ ଫେରସ୍ତ ବାବଦକୁ ୧୧୦ କୋଟି ୯୭ ଲକ୍ଷ ୫୮ ହଜାର ୮୬୦ ଟଙ୍କା ଆର୍ଥିକ ଅନୁଦାନ ପ୍ରେରଣ କରାଯିବ ସହ  ମିଶନ ଶକ୍ତି ବିଭାଗ ସହ FICSI, TSSC, GJSCI and NCWର ୪ଟି ବୁଝାମଣା ପତ୍ର ସ୍ଵାକ୍ଷର ସ୍ଵୟଂ ସହାୟକ ଗୋଷ୍ଠୀ ଉଦ୍ୟୋଗକୁ ଆହୁରି ପ୍ରୋତ୍ସାହନ ଯୋଗାଇବ ବୋଲି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଆଜି ମିଶନ ଶକ୍ତି ବୁଝାମଣା…

୨୫,୦୦୦ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ପୁଞ୍ଜି ବିନିଯୋଗରେ କାର୍ଯ୍ୟକାରୀ ହେଲା ନୂତନ ଶିଳ୍ପ ପ୍ରକଳ୍ପ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓୟୁଏଟି ସ୍ଥିତ କନ୍ଭେନସନ ସେଣ୍ଟର ଠାରେ ଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ୧୨ଟି ଜିଲ୍ଲାରେ ସମୁଦାୟ ୨୭ଟି ଶିଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରି ଓଡ଼ିଶାର ଶିଳ୍ପ ଇତିହାସରେ ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ ଯୋଡିଛନ୍ତି। ସୂଚନାଯୋଗ୍ୟ ଯେ ୨୭ ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବାପାଇଁ ସମୁଦାୟ ୨୫ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ପୁଞ୍ଜି ବିନିଯୋଗ କରାଯାଉଛି ଏବଂ ଏହାଦ୍ୱାରା ୫୨ ହଜାରରୁ ଅଧିକ ଯୁବକ ଯୁବତୀଙ୍କ ପାଇଁ…

ଶ୍ରମିକ ଭାଇ ଭଉଣୀମାନଙ୍କ ଉନ୍ନତି, ସୁରକ୍ଷା ଏବଂ ସୁଯୋଗ ସୁନିଶ୍ଚିତ କରିବା ପାଇଁ ଶ୍ରମ ନୀତି ନିୟମରେ କେନ୍ଦ୍ର ସରକାର ଆଣିବେ ବ୍ୟାପକ ସୁଧାର

ଭୁବନେଶ୍ୱର: ଦେଶର ଶ୍ରମିକ ଭାଇଭଉଣୀମାନଙ୍କ ସମୁଚିତ ଉନ୍ନତି, ସୁରକ୍ଷା ଏବଂ ସୁଯୋଗ ସୁନିଶ୍ଚିତ କରିବା ପାଇଁ ଶ୍ରମ ନୀତିନିୟମରେ ବ୍ୟାପକ ସୁଧାର ଅଣାଯିବାର ଆବଶ୍ୟକତା ସମ୍ପର୍କିତ  ଏକ ସର୍ବଭାରତୀୟସ୍ତରୀୟ ବୈଠକ ଆଜି କେନ୍ଦ୍ର ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ ଡ଼ଃ ମନସୁଖ ମାଣ୍ଡଭ୍ୟ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବିଭିନ୍ନ ରାଜ୍ୟର ବିଭାଗୀୟ ମନ୍ତ୍ରୀଙ୍କ ସହିତ ଓଡ଼ିଶାର ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ, ବିଭାଗୀୟ ପ୍ରମୁଖ ଶାସନ ସଚିବ ଚିତ୍ରା…

ଚାଷୀ ଏବଂ କୃଷି ଉଦ୍ୟୋଗୀ ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’ର ଲାଭ ଉଠାଇବାକୁ ପରାମର୍ଶ

ଭୁବନେଶ୍ୱର: ରାଜ୍ୟରେ କାର୍ୟ୍ୟକାରୀ ହେଉଥିବା  “ମୁଖ୍ୟମନ୍ତ୍ରୀକାମଧେନୁଯୋଜନା”ର ସଫଳ  କାର୍ୟ୍ୟକାରିତା ସଂପର୍କରେ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ବୁଧବାର ଅନୁଷ୍ଠିତ ଏହି  ବୈଠକରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠଙ୍କ ଉପସ୍ଥିତିରେ ଯୋଜନାର କାର୍ୟ୍ୟାନ୍ୱୟନ ସ୍ଥିତି ଓ ଅଗ୍ରଗତି ସଂପର୍କରେ ବିଶଦ୍ ଆଲୋଚନା କରାଯାଇଥିଲା। ଯୋଜନାର କାର୍ୟ୍ୟକାରିତା ଅନୁଧ୍ୟାନ ପୂର୍ବକ ଏହି ଯୋଜନାରୁ ଗୋପାଳନ କରୁଥିବା ଚାଷୀ ଏବଂ କୃଷି ଉଦ୍ୟୋଗୀମାନେ କିପରି ଅଧିକ…