- Administration
- Business
- Culture Tradition
- Development
- Economy
- Employment
- Environment
- Governance
- Heritage
- Infrastructure
- Local
- Tourism
ଧଉଳି ମାଷ୍ଟର ପ୍ଲାନ-ପୁନର୍ବିକାଶ, ଇଭି (EV) ସୁବିଧା ଏବଂ ରଥଯାତ୍ରା ପର୍ଯ୍ୟଟନ ଯୋଜନାର ସମୀକ୍ଷା
ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ମଙ୍ଗଳବାର ଦିନ ଭୁବନେଶ୍ୱରସ୍ଥିତ ପର୍ଯ୍ୟଟନ ଭବନର ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକର ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ ରାଜ୍ୟରେ ଚାଲିଥିବା ବିଭିନ୍ନ ପର୍ଯ୍ୟଟନ ଭିତ୍ତିଭୂମି ପ୍ରକଳ୍ପ, ପର୍ଯ୍ୟଟନ ସ୍ଥଳୀର ବିକାଶମୂଳକ କାର୍ଯ୍ୟ ଏବଂ ପ୍ରଚାର ପ୍ରସାରର ସ୍ଥିତି ଆଲୋଚନା ହୋଇଥିଲା। ଶ୍ରୀମତୀ ପରିଡ଼ା ଧଉଳି ଆଖପାଖରେ ହେବାକୁଥିବା ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଏହି ଐତିହ୍ୟ ସ୍ଥଳରେ ପର୍ଯ୍ୟଟକମାନଙ୍କ ଅନୁଭୂତିକୁ ଅଧିକ ସମୃଦ୍ଧ କରିବା…


