ଭିତ୍ତିଭୂମି ପ୍ରକଳ୍ପ ତ୍ୱରିତ କାର୍ଯ୍ୟାନ୍ୱୟନ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ କ୍ରମେ ଜଙ୍ଗଲ ସମ୍ବନ୍ଧୀୟ ସମସ୍ୟାର ସମାଧାନ ଏବଂ ପ୍ରମୁଖ ଭିତ୍ତିଭୂମି ପ୍ରକଳ୍ପ ପାଇଁ ଫରେଷ୍ଟ ଡାଇଭର୍ଶନ ପ୍ରସ୍ତାବଗୁଡ଼ିକର ତ୍ୱରିତ ପ୍ରକ୍ରିୟାକରଣ ସୁନିଶ୍ଚିତ କରିବା ପାଇଁ ତୃତୀୟ ସମନ୍ୱୟ ବୈଠକ ଗୃହ ବିଭାଗର ସମ୍ମିଳନୀ କକ୍ଷରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପୂର୍ବବର୍ତ୍ତୀ ଅକ୍ଟୋବର ମାସରେ ହୋଇଥିବା…

ଓଡ଼ିଶା ଏକମାତ୍ର ରାଜ୍ୟଭାବେ ଶ୍ରୀଅନ୍ନ ପାଇଁ ଗୋଟିଏ ଦିନକୁ ଉତ୍ସର୍ଗ କରିଛି

ଭୁବନେଶ୍ଵର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଓଡ଼ିଶା ସରକାରଙ୍କ ତରଫରୁ ନଭେମ୍ବର ୧୦ ଓ ୧୧ରେ ଦୁଇଦିନିଆ ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ମହିଳା କୃଷକ ସମ୍ମିଳନୀ ୨୦୨୫ ଲୋକସେବା ଭବନ କନଭେନସନ ହଲଠାରେ ସଫଳତାର ସହ ସମାପ୍ତ ହୋଇଛି। ଏହି ସମ୍ମିଳନୀ “କୃଷି ଐତିହ୍ୟ ଓ ଜୈବ ବିବିଧତା ସଂରକ୍ଷଣରେ ମହିଳାଙ୍କ ଭୂମିକା”ଶୀର୍ଷକ ବିଷୟବସ୍ତୁ ଉପରେ ଆଧାରିତ ଥିଲା। ଏହି ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ…

ଓଡିଶାକୁ ଏକ ବିଶ୍ୱସ୍ତରୀୟ ପ୍ରତିଯୋଗିତାମୂଳକ ସାମୁଦ୍ରିକ ରାଜ୍ୟରେ ପରିଣତ କରିବା ଲକ୍ଷ୍ୟ

ଭୁବନେଶ୍ୱର: ଓଡିଶା ସରକାରଙ୍କ ବାଣିଜ୍ୟ ଏବଂ ପରିବହନ ବିଭାଗ ତରଫରୁ ଓଡ଼ିଶା ସାମୁଦ୍ରିକ ଦୃଷ୍ଟିକୋଣ ଯୋଜନା (OMPP) ପ୍ରସ୍ତୁତି ଉପରେ ଏକ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳା ଆୟୋଜନ କରଯାଇଥିଲାI ଓଡ଼ିଶାକୁ ଏକ ବିଶ୍ୱସ୍ତରୀୟ ପ୍ରତିଯୋଗିତାମୂଳକ ସାମୁଦ୍ରିକ ରାଜ୍ୟରେ ପରିଣତ କରିବା ପାଇଁ ଏକ ରଣନୈତିକ ରୋଡମ୍ୟାପ୍ ପ୍ରସ୍ତୁତ କରିବା ନିମନ୍ତେ ବିଚାରବିମର୍ଷ ନିମନ୍ତେ ଏହି କର୍ମଶାଳାର ଆୟୋଜନ କରଯାଇଥିଲାI ବାଣିଜ୍ୟ ଏବଂ ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢୀଙ୍କ ଅଧ୍ୟକ୍ଷତାରେ ଖାରବେଳ ଭବନର ୮ମ ମହଲା…

ଜନଜାତିଙ୍କ ଜୀବିକାରେ ଉନ୍ନତି ପାଇଁ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ

ଭୁବନେଶ୍ୱର:   ରାଜ୍ୟରେ ଜନଜାତିଙ୍କ ଜିବିକାରେ ଉନ୍ନତି ପାଇଁ କୃଷି ସହଯୋଗୀ କାର୍ଯ୍ୟକଳାପକୁ  ପ୍ରୋତ୍ସାହନ ଯୋଗାଇବା ସହ  ନିର୍ଦ୍ଧାରିତ ସମୟସୀମା ମଧ୍ୟରେ  ବାର୍ଷିକ ହିସାବ ରିପୋର୍ଟ  ଦାଖଲ କରିବା ଏବଂ ଉତ୍ତରଦାୟିତ୍ୱ ଉପରେ  ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି ଗୁରୁତ୍ୱାରୋପ କରିଛନ୍ତି। ବୁଧବାର ଦିନ ରାଜଭବନର ମିନି କନଫରେନ୍ସ ହଲ ଠାରେ ରାଜ୍ୟର ସମନ୍ୱିତ ଆଦିବାସୀ ଉନ୍ନୟନ  ସଂସ୍ଥା (ITDA) ସମ୍ପର୍କିତ ୨୦୨୩  ଆର୍ଥିକ ବର୍ଷ ପାଇଁ କମ୍ପଟ୍ରଲର ଏବଂ ଅଡିଟର ଜେନେରାଲ (CAG) ରିପୋର୍ଟର ପର୍ଯ୍ୟବେକ୍ଷଣ…

ସହରାଞ୍ଚଳ ପରିବହନ କ୍ଷେତ୍ରରେ ଓଡ଼ିଶାର ‘ଆମ ବସ’ ଓ ‘ଆମ ଇ-ରାଇଡ୍’କୁ ସ୍ୱତନ୍ତ୍ର ପୁରସ୍କାର

ନୂଆଦିଲ୍ଲୀ: ନିରନ୍ତର ସହରାଞ୍ଚଳ ଗତିଶୀଳତା ପାଇଁ ଅଭିନବ ଆଭିମୁଖ୍ୟ ଅବଲମ୍ବନ କରି ଓଡ଼ିଶା ଜାତୀୟ ମାନ୍ୟତା ହାସଲ କରିଛି। ରାଜଧାନୀ ଅଞ୍ଚଳ ସହରାଞ୍ଚଳ ପରିବହନ (ସି. ଆର. ୟୁ. ଟି), ଭୁବନେଶ୍ୱରକୁ ଏହାର ଫ୍ଲାଗସିପ୍ ପଦକ୍ଷେପ “ସର୍ବୋତ୍ତମ ସହରାଞ୍ଚଳ ପରିବହନ ପ୍ରକଳ୍ପ କାର୍ଯ୍ୟକାରୀ କରିଥିବା ରାଜ୍ୟ/ୟୁଟି ପାଇଁ ରନିଂ କଫି” ବର୍ଗରେ “ଆମ୍ ବସ ଏବଂ ଆମ୍ ଇ-ରାଇଡ୍” ପାଇଁ “ସହରାଞ୍ଚଳ ପରିବହନରେ ସ୍ୱତନ୍ତ୍ର  ପୁରସ୍କାର” ପ୍ରଦାନ କରାଯାଇଛି। ଗୁରୁଗ୍ରାମରେ ଅନୁଷ୍ଠିତ ଅର୍ବାନ ମୋବିଲିଟି ଇଣ୍ଡିଆ (ୟୁଏମଆଇ)…

କେନ୍ଦ୍ରୀୟ ସଡକ ଭିତ୍ତିଭୂମି ପାଣ୍ଠିରୁ ଓଡିଶା ପାଇଁ ୧୦୦୦ କୋଟି ଟଙ୍କା ଘୋଷଣା

ଭୁବନେଶ୍ୱର: ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଜୟରାମ ଗଡକରୀଙ୍କ ଦ୍ୱାରା ୮୪ତମ ଭାରତୀୟ ସଡକ କଂଗ୍ରେସ ସମାବେଶ ଉଦ୍‍ଘାଟନ ହୋଇଯାଇଛି। ଏହି ଅବସରରେ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ଓଡିଶା ପାଇଁ ୧୦୦୦ କୋଟି ଟଙ୍କାର କେନ୍ଦ୍ରୀୟ ସଡକ ଭିତ୍ତିଭୂମି ପାଣ୍ଠି ଘୋଷଣା କରିଛନ୍ତି। ଏଥିସହିତ ସେ କହିଥିଲେ ଯେ, ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ବର୍ଜ୍ୟବସ୍ତୁକୁ ବ୍ୟବହାର କରି ସଡକ ନିର୍ମାଣ…

ବାଲିଯାତ୍ରାରେ ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଉଦଘାଟିତ

କଟକ: ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ଓଡ଼ିଆ ଅସ୍ମିତାର ବାର୍ତ୍ତାବହ। ଲୋକଙ୍କୁ ସୁଲଭ ମୂଲ୍ୟରେ ଏହି ବସ୍ତ୍ର ଯୋଗାଇ ଦେବା ଲକ୍ଷ୍ୟରେ ବାଲିଯାତ୍ରାରେ ବୟନିକା ଦ୍ୱାରା ସ୍ୱତନ୍ତ୍ର ହସ୍ତତନ୍ତ ମେଳାର ଆୟୋଜନ କରାଯାଇଛି ବୋଲି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର କମିଶନର ତଥା ଶାସନ ସଚିବ ଗୁହା ପୁନମ ତାପସ କୁମାର କହିଛନ୍ତି। ଐତିହାସିକ କଟକ ବାଲିଯାତ୍ରାରେ ଆୟୋଜିତ ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଗତ ବୁଧବାର ଦିନ ଉଦଘାଟନ କରିବା ଅବସରରେ ସେ ଏହା କହିଛନ୍ତି। ଏହି…

କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ

କଟକ: ଐତିହାସିକ ବାଲିଯାତ୍ରାରେ ଆୟୋଜନ ହୋଇଥିବା କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ ହୋଇଯାଇଛି। ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଶାସନ ସଚିବ ତଥା  କେନ୍ଦ୍ରାଞ୍ଚଳ ରାଜସ୍ଵ ଆୟୁକ୍ତ ଗୁହା ପୁନମ ତାପସ କୁମାର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବୁଧବାର ଦିନ ଏହାର ଉଦ୍ଘାଟନ କରିଛନ୍ତି। ଏହି ପାରମ୍ପରିକ ସୂକ୍ଷ୍ମ କାରୁକାର୍ଯ୍ୟ ବିଷୟରେ ଯୁବପିଢ଼ିଙ୍କୁ ଆକୃଷ୍ଟ ଓ ଅବଗତ କରାଇବା ପାଇଁ ଲାଇଭ ଡେମନଷ୍ଟ୍ରସନ ବ୍ୟବସ୍ଥା କରାଯାଇଛି ।  ରୂପା ତାରକସି ପାଭିଲିୟନରେ…

ସୁଭଦ୍ରା ଶକ୍ତି ମେଳାରେ ଜି.ଆଇ ମାନ୍ୟତା ପ୍ରାପ୍ତ ଓ ଏକ ଜିଲ୍ଲା ଏକ ଉତ୍ପାଦ

ଭୁବନେଶ୍ୱର: ଇଡକୋ ପ୍ରଦର୍ଶନୀ ପଡ଼ିଆ ଠାରେ ଆୟୋଜିତ ସୁଭଦ୍ରା ଶକ୍ତି ମେଳା ଷଷ୍ଠ ଦିନରେ ମଧ୍ଯ ଦର୍ଶକମାନଙ୍କୁ ମୁଗ୍ଧ କରିଛିI ରାଜ୍ୟର ବିଭିନ୍ନ ଅଞ୍ଚଳରୁ ୩୦୦ରୁ ଅଧିକ ଷ୍ଟଲ୍ ମାଧ୍ୟମରେ ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀ ଦ୍ବାରା ଅନନ୍ୟ ଉତ୍ପାଦଗୁଡିକ ପ୍ରଦର୍ଶିତ କରୁଛନ୍ତିI ପାରମ୍ପରିକ ହସ୍ତଶିଳ୍ପ ଏବଂ କଳାକୃତିଠାରୁ ଆରମ୍ଭ କରି ଜୈବିକ ଉତ୍ପାଦ, ମା’ ମାନଙ୍କ ହାତ ରନ୍ଧା ଖାଦ୍ୟ, ଆସବାବପ‌ତ୍ର ଏବଂ ସାଜସଜ୍ଜା ସାମଗ୍ରୀ ପର୍ଯ୍ୟନ୍ତ, ସୁଭଦ୍ରା ଶକ୍ତି ମେଳା ଓଡ଼ିଶାର…

ସୁଭଦ୍ରା ଶକ୍ତି ମେଳାରେ ମସଲା ସାମଗ୍ରୀ ପାଇଁ ଭିଡ଼ ଜମୁଛି

ଭୁବନେଶ୍ୱର: ସୁଭଦ୍ରା ଶକ୍ତି ମେଳାରେ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ଦ୍ବାରା ପ୍ରସ୍ତୁତ ଉତ୍ପାଦ କିଣିବା ପାଇଁ ଲକ୍ଷାଧିକ ଦର୍ଶକଙ୍କ ସମାବେଶ ଦେଖିବାକୁ ମିଳିଛି। ଏହା ଉତ୍ସାହର କେନ୍ଦ୍ରବିନ୍ଦୁ ହୋଇ ରହିଛି। ହସ୍ତତନ୍ତ, ଆଦିବାସୀ ଅଳଙ୍କାର, ଜୈବିକ ଉତ୍ପାଦ ଠାରୁ ବିଭିନ୍ନ ଜିଲ୍ଲାର ପାରମ୍ପରିକ ଓଡ଼ିଆ ବ୍ୟଞ୍ଜନ ପର୍ଯ୍ୟନ୍ତ  – ଦର୍ଶକମାନେ ଏହି ମେଳାରେ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ, ପରମ୍ପରା ଏବଂ ମା’ ମାନଙ୍କ ଉଦ୍ୟୋଗିତାର ଝଲକ ଦେଖିବାକୁ ପାଉଛନ୍ତି। ପରିବର୍ତ୍ତିତ ଜୀବନଶୈଳୀରେ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ।…