୧୦ମ ଚଳଚ୍ଚିତ୍ର ସରଂକ୍ଷଣ ଓ ପୁନଃରୁଦ୍ଧାର କର୍ମଶାଳା-୨୦୨୫ରେ ଯୋଗଦେଲେ ବିଶିଷ୍ଟ ହିନ୍ଦୀ ଚଳଚ୍ଚିତ୍ର ଅଭିନେତ୍ରୀ ୱହିଦା ରେହମାନ

ଭୁବନେଶ୍ୱର: ଆମ ଓଡ଼ିଆ ସିନେମା ଆମ ସାଂସ୍କୃତିକ ଐତିହ୍ୟର ପ୍ରତୀକ। ଏଥିରେ ଅନେକ ସ୍ମୃତି ଜଡ଼ିତ ହୋଇ ରହିଛି। ଆମେ ଯେତେବେଳେ ଏହାର ସରଂକ୍ଷଣ ପାଇଁ ଉଦ୍ୟମ କରୁଛୁ ନିଶ୍ଚିତ ରୂପେ ଏହି ସ୍ମୃତି ସବୁ ଜୀବିତ ହେବ ଏବଂ ଆଗାମୀ ପିଢ଼ି ଏଥିରୁ ପ୍ରେରଣା ପାଇବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର କଳାଭୂମି ଠାରେ ଆୟୋଜିତ ୧୦ମ ଚଳଚ୍ଚିତ୍ର ସରଂକ୍ଷଣ ଓ ପୁନଃରୁଦ୍ଧାର କର୍ମଶାଳା-୨୦୨୫ର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଛନ୍ତି ।…

ବିଶ୍ୱ ସଙ୍ଗୀତ ଦିବସ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ବିଶ୍ୱ ସଙ୍ଗୀତ ଦିବସ ପାଳନ କରାଯାଇଛି। କାର୍ଯ୍ୟକ୍ରମରେ କାର୍ତ୍ତିକ ଚନ୍ଦ୍ର ସାହୁ ଓ ସାଥୀଙ୍କ ଦ୍ୱାରା ଓଡ଼ିଶୀ କଣ୍ଠ ସଙ୍ଗୀତ, ଯାମିନୀ ରଞ୍ଜନ ଦାଶ ଓ ସାଥୀଙ୍କ ଦ୍ୱାରା ହିନ୍ଦୁସ୍ତାନୀ କଣ୍ଠ ସଙ୍ଗୀତ, ବାସୁଦେବ ସ୍ୱାଇଁଙ୍କ ଦ୍ୱାରା ବାଦ୍ୟଯନ୍ତ୍ର ଏବଂ ଦେବେନ୍ଦ୍ରନାଥ ଦାଶ ଓ ସାଥୀଙ୍କ ଦ୍ୱାରା ଦାସକାଠିଆ ପରିବେଷଣ…

୨୦୦ କୋଟିରେ ନିକ୍କୋ ପାର୍କର ହେବ ନବୀକରଣ

ଭୁବନେଶ୍ୱର: ରାଜଧାନୀ କେନ୍ଦ୍ର ସ୍ଥଳରେ ଥିବା ନିକ୍କୋ ପାର୍କ ଏବଂ ସେଠାରେ ଥିବା ହ୍ରଦ ଅଂଚଳର ପୁନରୁଦ୍ଧାର ସହିତ ନବୀକରଣ କରାଯିବ । ଭୁବନେଶ୍ୱର ଉନ୍ନୟନ କର୍ତୃପକ୍ଷ (ବିଡିଏ) ୩ କିଲୋମିଟର ଦୀର୍ଘ ୧୦ ନମ୍ବର ନାଳର ରୂପାନ୍ତରଣ କରିବା ସହିତ ବିଡିଏ ସିଟି ସେଂଟର (ପୂର୍ବର ନିକ୍କୋ ପାର୍କ) ଏବଂ ଜନପଥ ନିକଟରେ ଥିବା ହ୍ରଦ ଅଂଚଳର ବିକାଶ କରିବ । ପ୍ରାୟ ୨୦୦ କୋଟି ଟଙ୍କା ବ୍ୟୟରେ ଏହାକୁ ଏକ ଆଧୁନିକ ସର୍ବସାଧାରଣ ଅବସର…

କଳିଙ୍ଗ ଷ୍ଟୁଡ଼ିଓକୁ ଅତ୍ୟାଧୁନିକ ସ୍ୱୟଂ ସମ୍ପୂର୍ଣ୍ଣ ଷ୍ଟୁଡ଼ିଓ କରାଯିବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କରି  ଏହାକୁ ଏକ ସ୍ୱୟଂ ସମ୍ପୂର୍ଣ୍ଣ ଅତ୍ୟାଧୁନିକ ଷ୍ଟୁଡ଼ିଓ ଭାବେ ବିକଶିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ଏକ ଡିପିଆର୍‍ ପ୍ରସ୍ତୁତ କରିବା ପାଇଁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ୧୯୮୦ ମସିହାରେ ସ୍ଥାପିତ ହୋଇଥିବା ଏହି ଷ୍ଟୁଡ଼ିଓ ଏକଦା ଚଳଚ୍ଚିତ୍ର ନିର୍ମାଣ ପାଇଁ ଉନ୍ନତ ଯନ୍ତ୍ରପାତି ସହିତ ପୂର୍ବ ଭାରତର ଏକମାତ୍ର ଷ୍ଟୁଡ଼ିଓ ଭାବେ ଖ୍ୟାତି ଅର୍ଜନ…