ବିଶ୍ୱକର୍ମା ପୁରସ୍କାର : ପୂର୍ତ୍ତ ବିଭାଗର ୩, ଜଳସମ୍ପଦ ବିଭାଗର ୫ ଓ କ୍ରୀଡ଼ା ବିଭାଗର ୨ ପ୍ରକଳ୍ପ ପୁରସ୍କୃତ

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀସ୍ଥିତ ବି.ଆର୍‌. ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରଠାରେ ସି.ଆଇ.ଡି.ସି. ଦ୍ୱାରା ଆୟୋଜିତ ୧୭ତମ ବିଶ୍ୱକର୍ମା ପୁରସ୍କାର ବିତରଣ ଉତ୍ସବରେ ଓଡ଼ିଶା ସରକାରଙ୍କ ଦ୍ୱାରା ଆବେଦନ କରାଯାଇଥିବା ୧୦ଟି ପ୍ରକଳ୍ପକୁ ମିଶାଇ ସର୍ବମୋଟ ୧୭ଟି ପ୍ରକଳ୍ପକୁ ବିଭିନ୍ନ ବିଭାଗରେ ପୁରସ୍କୃତ କରାଯାଇଛି। ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କେନ୍ଦ୍ର ମନ୍ତ୍ରୀ ନିତୀନ ଗଡ଼କରୀ ନିର୍ମାଣ କ୍ଷେତ୍ରରେ ନୂତନତ୍ୱ ଉପରେ ଗୁରୁତ୍ୱ ଦେଇଥିଲେ। ରାସ୍ତା ଓ କୋଠାବାଡ଼ି ନିର୍ମାଣ କ୍ଷେତ୍ରରେ ନୂତନ ପାରଦର୍ଶିତା ସହିତ ଡି.ପି.ଆର୍‌ ବନାଇବା ପାଇଁ…

ହିତାଧିକାରୀ-କୈନ୍ଦ୍ରିକ ପଦକ୍ଷେପ ଏବଂ ଜଳବାୟୁ ଅନୁକୂଳ ନିର୍ମାଣ ଶୈଳୀ ସମ୍ପର୍କରେ ଅବଗତ ହେଲେ ଆଇ.ଏ.ଏସ୍ ପ୍ରୋବେସନାରୀ ଅଧିକାରୀ

ଭୁବନେଶ୍ୱର: ପ୍ରଶାସନିକ ପ୍ରଶିକ୍ଷଣ ଏବଂ ସମୀକ୍ଷା କାର୍ଯ୍ୟକ୍ରମର ଅଂଶସ୍ୱରୂପ, ଭାରତୀୟ ପ୍ରଶାସନିକ ସେବା (IAS) ପ୍ରୋବେସନାରୀ  ଅଧିକାରୀମାନେ ଗୃହ ଓ ନଗର ଉନ୍ନୟନ ବିଭାଗ ଅଧୀନରେ ଆୟୋଜିତ ଏକ କ୍ଷେତ୍ର ପରିଦର୍ଶନ ଏବଂ ଉଚ୍ଚସ୍ତରୀୟ ବୈଠକରେ ସାମିଲ ହୋଇଥିଲେ। ଏହି ଅବସରରେ ପ୍ରୋବେସନାରୀ ଅଧିକାରୀମାନେ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉଷା ପାଢ଼ୀ, ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏହି ଆଲୋଚନା ଚକ୍ରରେ ବିଭାଗର…

ଆରଏସସିଏଲ୍ କାର୍ଯ୍ୟକାରୀ କମିଟି ବୈଠକ : ରାଜସ୍ୱ ବୃଦ୍ଧି ଏବଂ ପ୍ରକଳ୍ପ ସମାପ୍ତି ଉପରେ ଗୁରୁତ୍ୱ

ଭୁବନେଶ୍ୱର: ରାଉରକେଲା ସ୍ମାର୍ଟ ସିଟି ଲିମିଟେଡ୍ (RSCL)ର କାର୍ଯ୍ୟକାରୀ କମିଟି ବୈଠକ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉଷା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଖାରବେଳ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସହରର ପ୍ରକଳ୍ପ ରୂପାୟନଠାରୁ ଆରମ୍ଭ କରି ଦୀର୍ଘକାଳୀନ ସ୍ଥାୟୀତ୍ୱ ଏବଂ ସମ୍ପତ୍ତି ପରିଚାଳନା ଭଳି ପ୍ରମୁଖ ରଣନୈତିକ ବିଷୟ ଉପରେ ଆଲୋଚନା କରାଯାଇଥିଲା। ଆରଏସସିଏଲ୍‌ର ସିଇଓ ଦୀନା ଦସ୍ତଗୀର ଆଲୋଚନା ଏବଂ ଅନୁମୋଦନ ପାଇଁ କାର୍ଯ୍ୟସୂଚୀ ଉପସ୍ଥାପନ କରିଥିଲେ। ବୈଠକରେ ₹୧୦୬ କୋଟି ନିବେଶରେ ନିର୍ମିତ…

ଅମୃତ ୨.୦ କାର୍ଯ୍ୟକାରିତାରେ ଦେଶରେ ଓଡ଼ିଶାକୁ ପ୍ରଥମ ସ୍ଥାନ

ଭୁବନେଶ୍ୱର: ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ଗୌରବମୟ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର ରିଜୁଭେନେସନ ଆଣ୍ଡ ଅର୍ବାନ ଟ୍ରାନ୍ସଫର୍ମେସନ’(ଅମୃତ) ୨.୦ର ସଫଳ କାର୍ଯ୍ୟକାରିତାରେ ସମଗ୍ର ଦେଶରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରି ଏକ ଅଗ୍ରଣୀ ରାଜ୍ୟ ଭାବେ ଉଭା ହୋଇଛି। ସହରାଞ୍ଚଳର ପ୍ରତିଟି ପରିବାରକୁ ପାନୀୟ ଜଳ ଯୋଗାଣ ଏବଂ ଜଳାଶୟଗୁଡ଼ିକର ପୁନରୁଦ୍ଧାର କ୍ଷେତ୍ରରେ ରାଜ୍ୟର ଏହି ପ୍ରଦର୍ଶନ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛି। ୨୦୨୧ ଅକ୍ଟୋବରରେ ଆରମ୍ଭ…

ସ୍ୱଚ୍ଛ ଓ ସୁସ୍ଥ ପରିବେଶ ପାଇଁ ଜନସାଧାରଣଙ୍କ ଅଂଶୀଦାରିତା ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ସାରା ରାଜ୍ୟରେ ପାଳନ ହେଉଛି ଓଡ଼ିଆ ପକ୍ଷ। ଓଡ଼ିଆ ପକ୍ଷ ପାଳନର ଷଷ୍ଠ ଦିବସରେ “ସ୍ୱଚ୍ଛତା ଅଭିଯାନ” କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ ଆନୁକୂଲ୍ୟରେ ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି, ଉଦୟଗିରି, ପଟିଆ ଠାରେ ଥିବା ଜଗନ୍ନାଥ ମନ୍ଦିର, ନନ୍ଦନ କାନନ, ବରମୁଣ୍ଡା ବସ ଷ୍ଟାଣ୍ଡ, ଭୁବନେଶ୍ୱର ରେଳ ଷ୍ଟେସନ ଠାରେ “ସ୍ଵଚ୍ଛ ଓଡ଼ିଶା ଦିବସ” କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଲିଙ୍ଗରାଜ ମନ୍ଦିର…

ସ୍ଥାୟୀ ଶକ୍ତି ସମାଧାନ କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ

ଭୁବନେଶ୍ୱର: ସ୍ଥାୟୀ ଶକ୍ତି ସମାଧାନ କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ଉଭା ହୋଇଛି। ସ୍ଥାୟୀ ଶକ୍ତି ସମାଧାନ ପାଇଁ ଭାରତର ଅନ୍ୱେଷଣକୁ ସମର୍ଥନ ଦେଇ ଓଡ଼ିଶା ସବୁଜ ହାଇଡ୍ରୋଜେନ୍ ନୀତି ଘୋଷଣା କରିଥିବା ପ୍ରଥମ ରାଜ୍ୟ ହୋଇପାରିଛି।  ଭାରତୀୟ ଶିଳ୍ପ ମହାସଂଘ (CII) ସହିତ ସମନ୍ୱୟ ରଖି ଶିଳ୍ପ କ୍ଷେତ୍ରରେ ଡିକାର୍ବନାଇଜେସନ୍ ଭଳି  ଐତିହାସିକ ପଦକ୍ଷେପ ରାଜ୍ୟର ପ୍ରତିବଦ୍ଧତାକୁ ସ୍ପଷ୍ଟ କରୁଛି। ଏହି କ୍ରମରେ ଉପମୁଖ୍ୟମନ୍ତ୍ରୀ, କୃଷି ଏବଂ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ…

ରାଜ୍ୟର ପ୍ରାକୃତିକ ସମ୍ପଦକୁ ଏକ ସୁଦୃଢ଼ ଉଦ୍ୟୋଗ-ଭିତ୍ତିକ ପରିବେଶରେ ପରିଣତ କରିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ହୋଟେଲ ଲାଇଫ୍ ଠାରେ ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍ — ଫ୍ରମ୍ ଗ୍ରାଉଣ୍ଡ ଟୁ ଗ୍ରୋଥ୍’ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଚାଷୀ, କାରିଗର, ଉଦ୍ୟୋଗୀ, ଶିଳ୍ପ ପ୍ରତିନିଧି ଏବଂ ନୀତି ନିର୍ଦ୍ଧାରକମାନେ ଏକତ୍ରିତ ହୋଇଥିଲେ। ଓଡ଼ିଶାରେ ବାଉଁଶ କ୍ଷେତ୍ରକୁ ଅଧିକ ସୁଦୃଢ଼ କରିବା ଏବଂ ରାଜ୍ୟର ପ୍ରାକୃତିକ ସମ୍ପଦକୁ ଏକ ସୁଦୃଢ଼ ଉଦ୍ୟୋଗ-ଭିତ୍ତିକ ପରିବେଶରେ ପରିଣତ କରିବା ପାଇଁ ଏହି ସମ୍ମିଳନୀ ଏକ ଗୁରୁତ୍ୱପୂର୍ଣ୍ଣ ମଞ୍ଚ ସାଜିଥିଲା। ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଅଧିବେଶନରେ…

୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ, ୩୨୦ କୋଟିର ୧୨୪ଟି ପ୍ରକଳ୍ପର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ସ୍ଥାନୀୟ ଲୋକ ସେବା ଭବନ କନଭେନଶନ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ଜଳ ସମ୍ପଦ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି। ସୂଚନା ଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ସମୁଦାୟ ୨୬୧୨ କୋଟି ଟଙ୍କାର ବହୁମୂଲ୍ୟ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।  ଏଥିମଧ୍ୟରୁ ପ୍ରାୟ ୨୨୯୨ କୋଟି ଟଙ୍କାର ୧୭ ଟି ପ୍ରକଳ୍ପର…

ବନ ସୁରକ୍ଷା ଓ ସବୁଜ ବଳୟ ସୃଷ୍ଟିରେ ଓଡିଶା ଦେଶର ଅଗ୍ରଣୀ ରାଜ୍ୟ

ଭୁବନେଶ୍ୱର: ପ୍ରକୃତିର ଅନନ୍ୟ ବରଦାନ ହେଉଛି ଆମର ସବୁଜ ବନାନୀ। ଏହା ଆମ ଜୀବନ ଓ ଜୀବିକାର ଆଧାର ଅଟେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଶ୍ୱ ବନ ଦିବସ-୨୦୨୬ ପାଳନ ଅବସରରେ କହିଛନ୍ତି। ଭୁବନେଶ୍ୱର ଲୋକସେବା ଭବନ କନ୍‌ଭେନ୍‌ସନ୍ ସେଣ୍ଟର ଠାରେ ଏହି ଉପଲକ୍ଷେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସୁସ୍ଥ ପରିବେଶ ତଥା ମନୁଷ୍ୟ ଜୀବନରେ ବଣ ଜଙ୍ଗଲର ମହତ୍ତ୍ୱ ବିଷୟରେ ଜନସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଆମେ ଏହି…

ରାଜ୍ୟ ବନ୍ୟପ୍ରାଣୀ ପରିଷଦର ସ୍ଥାୟୀ କମିଟି ବୈଠକ: ଛଅଟି ବିକାଶମୂଳକ ପ୍ରସ୍ତାବ ଉପସ୍ଥାପିତ

ଭୁବନେଶ୍ୱର : ରାଜ୍ୟରେ ବନ୍ୟପ୍ରାଣୀଙ୍କ ସଂରକ୍ଷଣ ଏବଂ ଏହି କ୍ଷେତ୍ରରେ ଉପୁଜିଥିବା ବିଭିନ୍ନ ସମସ୍ୟାର ସମୟୋପଯୋଗୀ ସମାଧାନ ପାଇଁ ରାଜ୍ୟ ବନ୍ୟପ୍ରାଣୀ ପରିଷଦର  ସ୍ଥାୟୀ କମିଟିର ୧୨ତମ ବୈଠକ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର କନଫରେନ୍ସ ହଲ୍‌ଠାରେ ଅନୁଷ୍ଠିତ ହୋଇଯାଇଛି। ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଏବଂ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆଙ୍କ ଅଧ୍ୟକ୍ଷତାରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ସମ୍ପନ୍ନ ହୋଇଛି। ବନ୍ୟଜନ୍ତୁ ସଂଶୋଧନ ଅଧିନିୟମ (ସୁରକ୍ଷା)…