ଭୁବନେଶ୍ୱରରେ ପ୍ରସ୍ତାବିତ ନୂତନ ସହର ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ପ୍ରମୁଖ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ଭୁବନେଶ୍ୱରରେ ପ୍ରସ୍ତାବିତ ନୂତନ ସହର ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତି ସମ୍ବନ୍ଧୀୟ ସେବା କ୍ଷେତ୍ର ର ଖସଡାକୁ ଅନ୍ତିମ ରୂପ ଦେବା ଉଦ୍ଦେଶ୍ୟରେ ଗତକାଲି ଓଡ଼ିଶା  ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସିଙ୍ଗାପୁରର Surbana Jurong Infrastructure PTE Ltd. ପ୍ରତିନିଧିମାନଙ୍କ ସହ ଏକ ଭର୍ଚୁଆଲ୍ ବୈଠକ ଅନୁଷ୍ଠିତ ହୋଇଥିଲା। ଖାରବେଳ ଭବନରେ ଅନୁଷ୍ଠିତ ଏହି ବୈଠକରେ ଭୁବନେଶ୍ୱର ଉନ୍ନୟନ ପ୍ରାଧିକରଣ (ବିଡିଏ) ର…

ପ୍ରମୁଖ ଶାସନ ସଚିବଙ୍କ ଭୁବନେଶ୍ୱରରେ ରାତ୍ରିକାଳୀନ ସ୍ୱଚ୍ଛତା କାର୍ଯ୍ୟର ପରିଦର୍ଶନ

ଭୁବନେଶ୍ୱର : ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀ ରାତିରେ ଭୁବନେଶ୍ୱର ସହରର ବିଭିନ୍ନ ସ୍ଥାନରେ ଚାଲୁଥିବା ସ୍ୱଚ୍ଛତା କାର୍ଯ୍ୟର କ୍ଷେତ୍ର ପରିଦର୍ଶନ ସହିତ  ସମୀକ୍ଷା କରିଥିଲେ। ଏହି ପରିଦର୍ଶନ ସମୟରେ ତାଙ୍କ ସହ ଭୁବନେଶ୍ୱର ମହାନଗର ନିଗମର କମିଶନର ଚଞ୍ଚଳ ରାଣା , ସାନିଟେସନ ଉପ କମିଶନର ଏନ୍ ଗଣେଶ ବାବୁ ଓ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେl ରାତ୍ରିକାଳୀନ ପରିଦର୍ଶନ ସମୟରେ ପ୍ରମୁଖ ସଚିବ ଶ୍ରୀମତୀ  ପାଢୀ ବାଣିଜ୍ୟିକ …

ସହରାଞ୍ଚଳର ବିକାଶ ଓ ନାଗରିକ ସୁବିଧା ଉପରେ ଗୁରୁତ୍ୱ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀ ଡା. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବିଭାଗୀୟ କାର୍ଯ୍ୟକ୍ରମର ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟର ନଗର ଉନ୍ନୟନକୁ ଆହୁରି ତ୍ୱରାନ୍ୱିତ କରିବା ସହିତ ନାଗରିକମାନଙ୍କ ପାଇଁ ଉନ୍ନତ ସୁବିଧା ଯୋଗାଇ ଦେବା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ବୈଠକରେ ‘ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜନା’ (ଯାହା ମୁଖ୍ୟମନ୍ତ୍ରୀ ସହରାଞ୍ଚଳ ବିକାଶ ଯୋଜନା ଆଦି ଫ୍ଲାଗଶିପ୍ ପ୍ରୋଗ୍ରାମ୍…

ଲୋକସେବା ଭବନ ସମ୍ମେଳନ କକ୍ଷରେ ହେବ ଷଷ୍ଠ ଜାତୀୟ ଚିଲିକା ପକ୍ଷୀ ମହୋତ୍ସବ ଉଦଘାଟନ

ଚିଲିକା/ଭୁବନେଶ୍ୱର : ପର୍ଯ୍ୟଟନ ବିଭାଗ ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ମିଳିତ ସହଯୋଗରେ ଚଳିତ ବର୍ଷ ଜାନୁଆରୀ ୬ ରୁ ୮ ତାରିଖ ଯାଏଁ ଷଷ୍ଠ ଜାତୀୟ ଚିଲିକା ପକ୍ଷୀ ମହୋତ୍ସବ ଆୟୋଜିତ ହେବ। ସଂରକ୍ଷଣ-ନେତୃତ୍ୱାଧୀନ ପର୍ଯ୍ୟଟନ, ସ୍ଥାୟୀତ୍ୱ ଏବଂ ଗୋଷ୍ଠୀ ଭାଗୀଦାରି ପ୍ରତି ରାଜ୍ୟର ପ୍ରତିବଦ୍ଧତାକୁ ସୁନିଶ୍ଚିତ କରିବା ନିମନ୍ତେ ଚିଲିକା ହ୍ରଦଠାରେ ଏହି ମହୋତ୍ସବର ଆୟୋଜନ କରାଯାଇଛି। ଏହି ମହୋତ୍ସବ ଜୈବ ବିବିଧତାର ସଂରକ୍ଷଣ, ସ୍ଥାନୀୟ ଲୋକଙ୍କ ଜୀବନଜୀବିକାରେ ଉନ୍ନତି,…

ରାଜ୍ୟରେ ଜଳବାୟୁ ସହନଶୀଳ କୃଷିର ପ୍ରସାର ପାଇଁ କର୍ମଶାଳା ଆୟୋଜିତ

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ (DA&FE), ‘ସେଣ୍ଟର ଫର୍ ଷ୍ଟଡି ଅଫ୍ ସାଇନ୍ସ, ଟେକ୍ନୋଲୋଜି ଆଣ୍ଡ ପଲିସି’ (CSTEP) ଏବଂ ‘କାଟାଲିଷ୍ଟ ମ୍ୟାନେଜସଂଗୋଷ୍ଠୀ ସର୍ଭିସେସ୍’(CMS) ସହ ମିଳିତ ଭାବେ ଆଜି ‘ଓଡ଼ିଶା କ୍ଲାଇମେଟ୍ ସ୍ମାର୍ଟ ଏଗ୍ରିକଲଚର ଆଲାଇନ୍ସ’ବା ଓଡ଼ିଶା ଜଳବାୟୁ-ଅନୁକୂଳ କୃଷି ସଂଗୋଷ୍ଠୀ (OCSAA) ର କର୍ମଶାଳା ଆୟୋଜିତ ହୋଇଯାଇଛି। କୃଷି କ୍ଷେତ୍ରରେ ଜଳବାୟୁ ସହନଶୀଳତାକୁ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ରାଜ୍ୟ ସରକାର ଆଜି…

ଶକ୍ତି ସଞ୍ଚୟ ହେଉଛି ଶକ୍ତି ଉତ୍ପାଦନ

ଭୁବନେଶ୍ୱର: ଜାତୀୟ ଶକ୍ତି ସଂରକ୍ଷଣ ଦିବସ ୨୦୨୫ ଅବସରରେ, ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଭୁବନେଶ୍ୱରର ଲୋକସେବା ଭବନରେ ଆୟୋଜିତ ଏକ ଭବ୍ୟ ସମାରୋହରେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଶକ୍ତି ସଂରକ୍ଷଣ ଉପରେ ଗୁରୁତ୍ୱାରୋପ କରାଯାଇଥିଲା ଏବଂ ଶକ୍ତି ଦକ୍ଷତାରେ ଉଲ୍ଲେଖନୀୟ ଅବଦାନକୁ ପାଳନ କରାଯାଇଥିଲା। ସକାଳେ ଉପ-ମୁଖ୍ୟମନ୍ତ୍ରୀ ଶକ୍ତି ସଂରକ୍ଷଣ ସଚେତନତା ପଦଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ, ଯେଉଁଥିରେ ପ୍ରମୁଖ ଶାସନ ସଚିବ…

ରାଜ୍ୟ ବିହନ ଜୈବ ଉତ୍ପାଦ ପ୍ରମାଣନ ସଂସ୍ଥାର ୫୧ତମ ଓ ଓଡ଼ିଶା ରାଜ୍ୟ ଜୈବ ପ୍ରମାଣନ ସଂସ୍ଥାର ପଞ୍ଚମ ପରିଚାଳନାମଣ୍ଡଳୀ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: କୃଷି ଭବନ ସମ୍ମିଳନୀ କକ୍ଷରେ ଓଡ଼ିଶା ରାଜ୍ୟ ବିହନ ଜୈବ ଉତ୍ପାଦ ପ୍ରମାଣନ ସଂସ୍ଥାର ୫୧ତମ ଓ  ଓଡ଼ିଶା ରାଜ୍ୟ ଜୈବ ପ୍ରମାଣନ ସଂସ୍ଥାର ପଞ୍ଚମ ପରିଚାଳନାମଣ୍ଡଳୀ  ବୈଠକ କୃଷି ଓ କୃଷକ ସଶକ୍ତି କରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ ଅରବିନ୍ଦ ପାଢୀ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ଜୈବିକ କୃଷି, ଜୈବିକ ପ୍ରମାଣନ ତଥା ପ୍ରମାଣିତ ବିହନ ଚାଷୀ ମାନଙ୍କ ପାଇଁ ଏକ ନୂତନ ସୁଯୋଗ ସୃଷ୍ଟି କରୁଛି। ରାଜ୍ୟ ସରକାରଙ୍କ…

୧୨ କୋଟି ଟଙ୍କା  ଖର୍ଚ୍ଚରେ ‘ସନ୍ତରଣ ଶିକ୍ଷା ଓ ଲାଇଫ୍ ଗାର୍ଡ’ ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠିତ

ଭୁବନେଶ୍ୱର: ଓଡ଼ିଶାର ଉପକୂଳ ସୁରକ୍ଷା, ଜଳ ଦକ୍ଷତା (ୱାଟରମ୍ୟାନସିପ୍) ଏବଂ ଜରୁରୀକାଳୀନ ପ୍ରତିକ୍ରିୟା କ୍ଷମତାକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ମାଇଲଖୁଣ୍ଟ ସ୍ଥାପନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋଣାର୍କ ନିକଟସ୍ଥ ରାମଚଣ୍ଡୀଠାରେ ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ (OSWALI) ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ରାଜ୍ୟରେ ଉନ୍ନତ ଅଣ୍ଡରୱାଟର ଉଦ୍ଧାର ତାଲିମକୁ ବ୍ୟାପକ କରିବା  ପାଇଁ ପରିକଳ୍ପିତ ଅତ୍ୟାଧୁନିକ ସ୍କୁବା କମ୍ପ୍ଲେକ୍ସର ଭିତ୍ତିପ୍ରସ୍ତର  ମଧ୍ୟ ସ୍ଥାପନ କରାଯାଇଥିଲା। ଓଡ଼ିଶା ପର୍ଯ୍ୟଟନ ବିଭାଗ ଏବଂ…

ରାଜ୍ୟ ବନ୍ୟପ୍ରାଣୀ ପରିଷଦ ସ୍ଥାୟୀ କମିଟିର ବୈଠକ

ଭୁବନେଶ୍ୱର : ଖାରବେଳ ଭବନସ୍ଥ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ସମ୍ମିଳନୀ କକ୍ଷରେ ରାଜ୍ୟ ବନ୍ୟପ୍ରାଣୀ ପରିଷଦର ସ୍ଥାୟୀ କମିଟିର ୧୧ତମ ବୈଠକ ବିଭାଗୀୟ ମନ୍ତ୍ରୀ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଏବଂ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା, ଓଡ଼ିଶା   ଗଣେଶ ରାମ ସିଂଖୁଣ୍ଟିଆଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇ ଯାଇଅଛି I ରାଜ୍ୟରେ ବନ୍ୟପ୍ରାଣୀଙ୍କ ସଂରକ୍ଷଣ ଏବଂ ସମୃଦ୍ଧି ପାଇଁ ଉପୁଜିଥିବା ସମସ୍ୟା ଗୁଡିକର ଆଶୁ ସମାଧାନ ନିମନ୍ତେ ସମୟୋପଯୋଗୀ…

ଗ୍ଲୋବାଲ ଏନର୍ଜି ଲିଡର୍ସ ସମ୍ମିଟ ୨୦୨୫ ପାଇଁ ପୁରୀରେ ଏକାଠି ହେବେ ବିଶ୍ୱ ନେତୃବୃନ୍ଦ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଦ୍ୱାରା ୫-୭ ଡିସେମ୍ବର ୨୦୨୫ ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ଗ୍ଲୋବାଲ୍ ଏନର୍ଜି ଲିଡର୍ସ ସମ୍ମିଟ (ଜିଇଏଲଏସ) ୨୦୨୫ ପାଇଁ ପୁରୀରେ ବିଶ୍ୱ ଏବଂ ଜାତୀୟ ଊର୍ଜା ନେତୃବନ୍ଦମାନଙ୍କୁ ଆମନ୍ତ୍ରିତ କରିଛନ୍ତି। ଭାରତର ଦୀର୍ଘକାଳୀନ ଊର୍ଜା ସମ୍ପର୍କିତ ଭବିଷ୍ୟତକୁ ରୂପ ଦେବା ପାଇଁ ଏକ ଗୁଣାତ୍ମକ ଆଲୋଚନାଚକ୍ର ନିମନ୍ତେ ଏକ ପ୍ରଭାବୀ ମଞ୍ଚ ଭାବରେ ଏହି ସମ୍ମିଟକୁ ଡିଜାଇନ୍ କରାଯାଇଛି,  ଯାହା ପ୍ରାୟ ୧୫ ଟି ଭାରତୀୟ ରାଜ୍ୟରୁ କେନ୍ଦ୍ର ସରକାରଙ୍କ ପ୍ରତିନିଧିମାନଙ୍କୁ…