ମକା, ସୋରିଷ ଏବଂ ଧାନର ଉଚ୍ଚ ଅମଳକାରୀ ଏବଂ ଜଳବାୟୁ ସହନୀୟ କିସମ ବିକଶିତ
ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ କୃଷି ଫସଲ କିସମ ବିକଶିତ କରିବା ପାଇଁ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ରାଜ୍ୟ ବିହନ ଉପ-କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ, ୩ ପ୍ରକାର ଅଣ-ଧାନ କିସମ ଯଥା ଓୟୁଏଟି କଳିଙ୍ଗ ମକା ୧ (ଖୁସି), ଓୟୁଏଟି କଳିଙ୍ଗ ସୋରିଷ ୨ (ସମୃଦ୍ଧି), ଓୟୁଏଟି କଳିଙ୍ଗ ସୋରିଷ ୩ (ସିଦ୍ଧି) ରାଜ୍ୟରେ ବିକଶିତ କରିବା ପାଇଁ ଅନୁମୋଦିତ ହୋଇଛି l…
