ଓଡ଼ିଶାର ୧୦୦ ଉପକୂଳବର୍ତ୍ତୀ ଗ୍ରାମ ‘ସୁନାମି ରେଡି’
ଭୁବନେଶ୍ୱର: ସମୁଦାୟ ଭିତ୍ତିକ ବିପର୍ଯ୍ୟୟ ପ୍ରସ୍ତୁତିକୁ ଆହୁରି ସୁଦୃଢ଼ କରି ଓଡ଼ିଶା ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରିଛି। ୟୁନେସ୍କୋ-ଆଇଓସି ‘ସୁନାମି ରେଡି ରିକଗ୍ନିସନ୍ ପ୍ରୋଗ୍ରାମ୍’ଅଧୀନରେ ରାଜ୍ୟର ୧୦୦ଟି ଉପକୂଳବର୍ତ୍ତୀ ଗ୍ରାମକୁ ସୁନାମି ରେଡି ଭାବେ ଘୋଷଣା କରାଯାଇଛି। ୨୦୨୪ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ସମସ୍ତ ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମକୁ ‘ସୁନାମି ରେଡି’କରିବା ନେଇ ଭିଜନ ରଖିଥିଲେ। ତୃଣମୂଳ ସ୍ତରରେ ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦେଇ ଏହି ଦିଗରେ…


