କଳିଙ୍ଗ ଷ୍ଟାଡ଼ିୟମରେ “ସାଇକେଲ ସହିତ ରବିବାର” କାର୍ଯ୍ୟକ୍ରମ
ଭୁବନେଶ୍ୱର: ଅଗଷ୍ଟ ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ସାରା ଦେଶରେ ପାଳିତ ହୋଇଛି ଜାତୀୟ କ୍ରୀଡ଼ା ଦିବସ। ଏହି ଅବସରରେ ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ, ଭାରତୀୟ ଖେଳ ପ୍ରାଧିକରଣ ଏବଂ ଓଡ଼ିଶା ସାଇକେଲିଂ ଆସୋସିଏସନ୍ର ମିଳିତ ଆନୁକୂଲ୍ୟରେ “ସାଇକେଲ ସହିତ ରବିବାର (Sundays on Cycle)” କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଶତାଧିକ ଜନସାଧାରଣ ଏକତ୍ରୀତ ହୋଇ ସମସ୍ତଙ୍କ ମଧ୍ୟରେ ଫିଟ୍ନେସ୍ ଓ ଏକତାର ବାର୍ତ୍ତା…


