ବାଉଁଶ ଏବଂ ଔଷଧୀୟ ଉଦ୍ଭିଦ ଉପରେ ଜାତୀୟ ସମ୍ମିଳନୀ – 2025
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଜଙ୍ଗଲ, ପରିବେଶ, ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଲୋକସେବା ଭବନ କନଭେନସନ ହଲ ଠାରେ ବାଉଁଶ ଏବଂ ଔଷଧୀୟ ଉଦ୍ଭିଦ ସମ୍ପର୍କିତ ଜାତୀୟ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏହି ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ବିଭାଗୀୟ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ଯୋଗଦେଇ କହିଲେ ଯେ ଔଷଧୀୟ ଉଦ୍ଭିଦ ଉପରେ ଏହି ଜାତୀୟ ସମ୍ମିଳନୀର ଆୟୋଜନ ଆମ ରାଜ୍ୟର ସାଂସ୍କୃତିକ ପରିଚୟ, ଏବଂ ଆମ ଓଡ଼ିଶା ପାଇଁ ଅତ୍ୟନ୍ତ ଗର୍ବର ବିଷୟ। ଏହି…


