କୋଶଳ ଆନ୍ଧ୍ର ସାଂସ୍କୃତିକ ସଂଘର ୨୩ତମ ଉତ୍ସବରେ ଯୋଗଦେଲେ ରାଜ୍ୟପାଳ
ଭୁବନେଶ୍ୱର: ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ରବିବାର ଦିନ ବରଗଡ଼ ଜିଲ୍ଲା ନୂଆଖାଇରପାଲି ଗ୍ରାମସ୍ଥିତ କୋଶଳ ବିଦ୍ୟାଳୟରେ ବୋଇଂ ସୁକନ୍ୟା STEM ଲ୍ୟାବ୍, ଏରୋମଡେଲିଂ ତାଲିମ କେନ୍ଦ୍ର ଏବଂ ଏଆଇ ଲ୍ୟାବ୍ର ଉଦ୍ଘାଟନ କରିଛନ୍ତି। ଶିକ୍ଷା, ବୈଜ୍ଞାନିକ ଚିନ୍ତାଧାରା ଓ ବୈଷୟିକ ନବସୃଜନ ମାଧ୍ୟମରେ ଗ୍ରାମାଞ୍ଚଳର ଛାତ୍ରୀମାନଙ୍କୁ ସଶକ୍ତ କରିବା ଉପରେ ରାଜ୍ୟପାଳ ଗୁରୁତ୍ୱାରୋପ କରିଛନ୍ତି। ଏହି ଅବସରରେ ଉଦ୍ବୋଧନ ଦେଇ ରାଜ୍ୟପାଳ କହିଥିଲେ ଯେ ପ୍ରତିଭା କେବେ ବି ପରିସ୍ଥିତିର ସୀମା ମଧ୍ୟରେ…


