ବିଧାୟକ ଆବାସିକ କମ୍ପ୍ଲେକ୍ସ ନିର୍ମାଣ କାର୍ଯ୍ୟ ଜୁନ୍ ୩୦ ସୁଦ୍ଧା ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ
ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ନିର୍ମାଣାଧୀନ ବିଧାୟକ ଆବାସିକ କମ୍ପ୍ଲେକ୍ସ ନିର୍ମାଣ ଅଗ୍ରଗତି ନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଅଞ୍ଚଳ ଗସ୍ତ କରିବା ସହ ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ସମ୍ପୂର୍ଣ୍ଣ ଅଞ୍ଚଳ ବୁଲି ଦେଖିବା ସହ ବାକିଥିବା କାର୍ଯ୍ୟକୁ ତ୍ୱରିତ ଗତିରେ ଆଗେଇ ନେବା ପାଇଁ ବରିଷ୍ଠ ଅଧିକାରୀ ଏବଂ ଠିକା ସଂସ୍ଥାକୁ ନିର୍ଦ୍ଦେଶ ଦେଇଥିଲେ। ୬ଟି ଟାୱାରବିଶିଷ୍ଟ ଏହି…


